ଅସ୍ତରଙ୍ଗ, ୧୪ା୬(ଡି.ଏନ୍.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି ହୋଇଥିବା ଗର୍ତ୍ତ ତୁରନ୍ତ ମରାମତି କରିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ରାସ୍ତାରେ କିଛିଦିନ ହେବ ଏକ ବଡ଼ ଖାଲ ସୃଷ୍ଟି ହୋଇଥିଲା। ରାସ୍ତା କାର୍ଯ୍ୟ ବର୍ଷେ ତଳେ ହୋଇଥିଲେ ମଧ୍ୟ ନିମ୍ନମାନର ଯୋଗୁ ଏପରି ହୋଇଥିବା ଗ୍ରାମବାସୀ ଜାଣି ଅସନ୍ତୋଷ ପ୍ରକାଶ କରିଥିଲେ। ଏ ନେଇ ରବିବାର ଧରିତ୍ରୀରେ ‘ଅସ୍ତରଙ୍ଗରୁ ନୂଆଗଡ଼ ରାସ୍ତା ମଝିରେ ଗର୍ତ୍ତ’ ନାମକ ଶୀର୍ଷକ ଖବର ବାହାରିଥିଲା। ଖବର ପ୍ରକାଶ ପାଇବାର ବିଭାଗୀୟ ଅଧିକାରୀଙ୍କ ନଜରକୁ ଆସିବା ପରେ ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ।
Posted inଆମ ଜିଲା ଖବର, ପୁରୀ View All
ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ
ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...
ରଜରେ ନାବାଳିକାଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍ଡାଉନ
ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍.ଏ.):କରୋନା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର...
ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର...
କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ...
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...


