ଅସ୍ତରଙ୍ଗ, ୧୪ା୬(ଡି.ଏନ୍.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି ହୋଇଥିବା ଗର୍ତ୍ତ ତୁରନ୍ତ ମରାମତି କରିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ରାସ୍ତାରେ କିଛିଦିନ ହେବ ଏକ ବଡ଼ ଖାଲ ସୃଷ୍ଟି ହୋଇଥିଲା। ରାସ୍ତା କାର୍ଯ୍ୟ ବର୍ଷେ ତଳେ ହୋଇଥିଲେ ମଧ୍ୟ ନିମ୍ନମାନର ଯୋଗୁ ଏପରି ହୋଇଥିବା ଗ୍ରାମବାସୀ ଜାଣି ଅସନ୍ତୋଷ ପ୍ରକାଶ କରିଥିଲେ। ଏ ନେଇ ରବିବାର ଧରିତ୍ରୀରେ ‘ଅସ୍ତରଙ୍ଗରୁ ନୂଆଗଡ଼ ରାସ୍ତା ମଝିରେ ଗର୍ତ୍ତ’ ନାମକ ଶୀର୍ଷକ ଖବର ବାହାରିଥିଲା। ଖବର ପ୍ରକାଶ ପାଇବାର ବିଭାଗୀୟ ଅଧିକାରୀଙ୍କ ନଜରକୁ ଆସିବା ପରେ ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.