E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
12:29 pmJune 2, 2021

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ ଏଭଳି କୁହାଯାଇଛି। ଜଣେ ଶିଶୁଙ୍କ କଷ୍ଟଡି ନେଇ ହାଇକୋର୍ଟରେ କରାଯାଇଥିବା ଏକ ଆବେଦନରେ କୋର୍ଟ ଏହା କହିଛନ୍ତି। ଏହା ସହିତ କୋର୍ଟ ପକ୍ଷରୁ କୁହାଯାଇଛି ଯେ, ୧୯୫୬ ହିନ୍ଦୁ ମାଇନରିଟି ଆଣ୍ଡ୍‌ ଗାର୍ଡିଅନ୍‌ଶିପ୍‌ ଆକ୍ଟ୍‌ର ଧାରା ୬ ଅନ୍ତର୍ଗତ ୫ ବର୍ଷ ବୟସ୍କ ଶିଶୁଙ୍କ ନାଚ୍ୟୁରାଲ ଗାର୍ଡିଅନ୍‌ ଭାବେ ମା’ଙ୍କୁ ହିଁ ଗ୍ରହଣ କରାଯାଇଥାଏ। ଅଷ୍ଟ୍ରେଲିଆରେ ବାସ କରୁଥିବା ଜଣେ ମହିଳା ତାଙ୍କ ସାଢ଼େ ୪ ବର୍ଷ ଶିଶୁକନ୍ୟାଙ୍କ କଷ୍ଟଡି ନେଇ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ତେବେ ଅନ୍ୟମାନଙ୍କ ସହିତ ମହିଳାଙ୍କର ଅନୈତିକ ସମ୍ପର୍କ ଥିବା ଶିଶୁକନ୍ୟାଙ୍କ ପିତା କୋର୍ଟରେ ଅଭିଯୋଗ କରିଥିଲେ। ତେବେ ଏହାକୁ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର...

ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍‌

ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି...

ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା

ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ...

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର
Next Post Next post:
ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts