E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
7:06 amJune 14, 2021

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି। ଏଥି ସହିତ, କିଛି ଦିନ ପୂର୍ବରୁ ଅଭିଷେକ ତାଙ୍କ ଭଉଣୀ ଶ୍ୱେତା ନନ୍ଦାଙ୍କ ସହ ଏକ ସାକ୍ଷାତକାରରେ ନଜର ଆସିଥିଲେ। ଏଠାରେ ଉଭୟ ଅନେକ ମଜାଦାର ପ୍ରଶ୍ନର ଉତ୍ତର ଦେଇଥିଲେ। ଏହି ସାକ୍ଷାତକାରରେ ଅଭିଷେକ ବଚ୍ଚନଙ୍କୁ ପଚରାଯାଇଥିଲା ଯେ, ସେ ତାଙ୍କ ମା’ ଜୟା ବଚ୍ଚନ କିମ୍ବା ସ୍ତ୍ରୀ ଐଶ୍ୱର୍ଯ୍ୟାଙ୍କ ମଧ୍ୟରୁ କାହାକୁ ଅଧିକ ଭୟ କରନ୍ତି। ଏହାର ଜବାବରେ ଅଭିଷେକ ତୁରନ୍ତ ମା’ଙ୍କୁ ବୋଲି କୁହନ୍ତି। ତା’ପରେ ତାଙ୍କ ଭଉଣୀ ଶ୍ୱେତା ମଝିରେ କୁହନ୍ତି ଯେ, ଅଭିଷେକ ତାଙ୍କ ସ୍ତ୍ରୀଙ୍କୁ ଅଧିକ ଭୟ କରନ୍ତି।

ଅଭିଷେକ ବଚ୍ଚନଙ୍କ ହାତରେ ଏବେ ଅନେକ ଫିଲ୍ମ ଅଛି। ବୋବ ବିଶ୍ୱାସ ଏବଂ ହେରା ଫେରି-୩ ଭଳି ଚଳଚ୍ଚିତ୍ରରେ ସେ ଆଗକୁ ନଜର ଆସିବେ। ତାଙ୍କୁ ଶେଷ ଥର ଅନୁରାଗ ବସୁଙ୍କ ଫିଲ୍ମ ‘ଲୁଡୋ’ରେ ଦେଖିବାକୁ ମିଳିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

ମୁମ୍ବାଇ: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍‌ ଟ୍ରାଏଙ୍ଗଲ୍‌ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ...

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ...

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...

କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି

ଟିଭିର କ୍ୱିନ୍‌ କୁହାଯାଉଥିବା ଏକତା କପୁରଙ୍କ ଆଜି ଜନ୍ମ ଦିନ। ସେ ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଜିତେନ୍ଦ୍ର ଏବଂ ଶୋଭା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଇ ଭାରତରେ
Next Post Next post:
୧୦୦ ମି. ବ୍ୟାକ୍‌ଷ୍ଟ୍ରୋକ୍‌ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts