E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସିଂଘଓ୍ବି ରାମଦେବ ମୁହାଁମୁହିଁ
11:21 amJune 21, 2021

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ ଆୟୋଜିତ କରାଯାଇଛି। ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଅଭିଷେକ ମନୁ ସିଂଘଓ୍ବିଙ୍କ ଏକ ଟୁଇଟକୁ ନେଇ ଏବେ ବିବାଦ ଦେଖାଦେଇଛି। ଅଭିଷେକ ଯୋଗରେ ଓଁ ଏବଂ ଅଲ୍ଲା ଉଚ୍ଚାରଣକୁ ନେଇ ଏକ ମନ୍ତବ୍ୟ ଦେଇଛନ୍ତି। ଯାହାକୁ ନେଇ ଯୋଗଗୁରୁ ରାମଦେବ ବାବା ମଧ୍ୟ ତାଙ୍କୁ ପାଲଟା ଜବାବ ଦେଇଛନ୍ତି। ସୂଚନାଯୋଗ୍ୟ, ସୋମବାର ଅଭିଷେକ ଟୁଇଟ କରି କହିଛନ୍ତି, ଓଁ ଉଚ୍ଚାରଣ ଦ୍ୱାରା ଯୋଗ ଅଧିକ ଶକ୍ତିଶାଳୀ ହେବ ନାହିଁ କି ଅଲ୍ଲା କହିବା ଦ୍ୱାରା ଶକ୍ତି କମ୍‌ ହୋଇଯିବ ନାହିଁ। ତାଙ୍କର ଏଭଳି ଟୁଇଟକୁ ନେଇ ବାବା ରାମଦେବ ପ୍ରତିକ୍ରିୟା ଦେଇଛନ୍ତି, ସେ କହିଛନ୍ତି, ‘ଇଶ୍ୱର-ଅଲ୍ଲା ତେରେ ନାମ, ସବକୋ ସନ୍‌ମ୍ମତି ଦେ ଭଗବାନ’। ଅଲ୍ଲା, ଭଗବାନ, ଓ ଖୁଦା ସବୁ ଏକ। ତେଣୁ ଓଁ ଉଚ୍ଚାରଣ କରିବାରେ ସମସ୍ୟା କ’ଣ ବୋଲି ରାମଦେବ କହିଛନ୍ତି। ଏଥିସହ ସେ କହିଛନ୍ତି, କାହାକୁ ଖୁଦା କହିବାକୁ ମନା କରିଯାଇନାହିଁ। ହେଲେ ସମସ୍ତଙ୍କୁ ଯୋଗ କରିବା ଉଚିତ୍‌, ଏହାପରେ ସମସ୍ତଙ୍କୁ ସମାନ ଭଗବାନ ଦେଖାଯିବ ବୋଲି ବାବା ରାମଦେବ କହିଛନ୍ତି। ଅନ୍ୟପଟେ ସିଂଘଓ୍ବିଙ୍କ ଏହି ଟୁଇଟ ଉପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ଏଭଳି ଅବସରରେ କାହିଁକି କଂଗ୍ର୍ରେସ ନେତାମାନେ ରାଜନୀତି କରନ୍ତି ଏବଂ ଏଭଳି ବୟାନ ଦିଅନ୍ତି ଜଣାନାହିଁ। କରୋନା ବିରୋଧରେ ଲଢ଼େଇରେ ଯୋଗ ଓ ଟିକା ଏକପ୍ରକାର ସଞ୍ଜୀବନି କୁହାଯାଉଥିବା ବେଳେ ସାରା ବିଶ୍ୱରେ ଯୋଗ ପାଇଁ ଆମ ଦେଶ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...

ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି

ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ...

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍‌ଡିଆଇ ସୀମା ବଢ଼ିପାରେ
Next Post Next post:
ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts