E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…
4:03 pmJune 13, 2021

*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ।

*ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ ପ୍ରକୃତ ଖୁସି ମିଳି ନ ଥାଏ। କିନ୍ତୁ ସେହି ବ୍ୟକ୍ତି ଯଦି ଖୁସି ମନରେ କାମ କରିଥାନ୍ତି, ତେବେ ତାଙ୍କୁ ନିଶ୍ଚିତ ଭାବେ ଖୁସି ମିଳିଥାଏ।

*ଅଯଥା କାମରେ ସମୟ ନଷ୍ଟ ନ କରି ଯଦି ଏହାକୁ କିଛି ଅର୍ଥପୂର୍ଣ୍ଣ କାର୍ଯ୍ୟରେ ଲଗାଯାଏ, ତା’ହେଲେ ସମୟର ସଦୁପଯୋଗ ହୋଇ ଆତ୍ମତୃପ୍ତି ମିଳିଥାଏ।

*କୌଣସି ମହାନ୍‌ ବ୍ୟକ୍ତି ସୁଯୋଗର ଅଭାବ ବିଷୟରେ କେବେ ବି ଅଭିଯୋଗ କରନ୍ତି ନାହିଁ। ଯେ କୌଣସି ପରିସ୍ଥିତି ହୋଇ ଥାଉ ନା କାହିଁକି ତାହାକୁ କେମିତି ସଦୁପଯୋଗ କରିହେବ, ତାହା ତାଙ୍କୁ ଜଣାଥାଏ।

*ମହାନତା କଦାପି ତଳେ ପଡ଼ିବାର ନୁହେଁ, କିନ୍ତୁ ପ୍ରତ୍ୟେକ ଥର ତଳେ ପଡି ପୁଣି ଉଠି ଯିବାରେ ଥାଏ।

*କାହା ମୁହଁରେ ଉଚିତ କଥା କହିଲେ ଆପଣ ଖରାପ ହେବେ; କାରଣ ପ୍ରତିବାଦୀମାନେ ସବୁବେଳେ ଅପରାଧୀ, ସେ ଘରେ ହେଉ କି ବାହାରେ।

*ପରର ଘର ଭାଙ୍ଗି ଆନନ୍ଦ ପାଉଥିବା ଲୋକଟି କେବେ ବୁଝିପାରେ ନାହିଁ ତା’ ନିଜର ଘର ସଂସାର ଅଛି ବୋଲି। ସମୟର ପଶାପାଲି ବଦଳି ଗଲେ ତା’ ଘରକୁ କେତେବେଳେ ଯେ ଦଇବ ଭାଙ୍ଗି ଦେବ ସେ ଜାଣିପାରିବ ନାହିଁ। ତେଣୁ ଏଭଳି କର୍ମରୁ ନିଜକୁ ଦୂରେଇ ରଖିବା ଦରକାର।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ...

ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ

ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ…   ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ ଖରାଦିନେ ମିଳୁଥିବା ବିଭିନ୍ନ...

ଏହି ୭ ଜିନିଷରେ ଭୁଲରେ ବି ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ,...

ଲ୍ୟାବ୍‌ରେ ତିଆରି ହେଲା ମା’ କ୍ଷୀର …

ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ...

ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ

ସବୁଠୁ ସହଜ ଏବଂ ସୁଲଭ ଦରରେ ମିଳୁଥିବା ନଡ଼ିଆ ତେଲରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ କିପରି ବ୍ୟବହାର କଲେ ଆପଣ...

ଧଳା କେଶ ପୁଣି ହେବ କଳା…

କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ।...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

ସ୍କର୍ଟ କିଣିବା ବେଳେ…

ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍‌ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…
Next Post Next post:
ରାତିରେ ଭୋକ ଲାଗିଲେ କ’ଣ ଖାଇବେ..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts