E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ତାରାତାରିଣୀ ଛକରେ ୩ ଅଟୋକୁ ଧକ୍କା ଦେଲା ବାଲି ଟ୍ରକ୍‌; ପୋଲିସ ଭୟରେ ଡ୍ରାଇଭର ଚମ୍ପଟ
5:47 pmJune 1, 2021

ପୁରୁଷୋତ୍ତମପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରା ତାରିଣୀ ଛକଠାରେ ମଙ୍ଗଳବାର ଅପରାହ୍ନରେ ଦ୍ରୁତ ଗତିରେ ଆସୁଥିବା ଏକ ବାଲିବୋଝେଇ ଟ୍ରକ୍‌(ଓଆର୍‌ ୦୯ଏଫ୍‌ ୯୩୯୫) ଭାରସାମ୍ୟ ହରାଇ ତିନୋଟି ଅଟୋକୁ ଧକ୍କା ଦେଇଛି। ଅଟୋଗୁଡ଼ିକ ଏକ ହୋଟେଲ ସମ୍ମୁଖରେ ଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଚାଳକମାନେ ଗାଡ଼ିରୁ ଡେଇଁ ପଡ଼ିବା ହେତୁ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ। ସେହିଭଳି ସେଠାରେ ଉପସ୍ଥିତ କିଛି ଲୋକ ମଧ୍ୟ ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଛନ୍ତି। ଏନେଇ ଖବର ପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତେବେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ...

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

ଭଙ୍ଗାଗଲା ମନ୍ଦିର, ପାଚେରି

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର...

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...

ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ

ଛତ୍ରପୁର,୨୩।୬(ଡି.ଏନ୍‌.ଏ): ୨୦୨୦-୨୧ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲାରେ ଧାନ କିଣାରେ ୭ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ଅନିୟମିତତା କରିଥିବା ଯୋଗାଣ ବିଭାଗ ଚିହ୍ନଟ କରିଛି...

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ
Next Post Next post:
୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts