ପୁରୁଷୋତ୍ତମପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରା ତାରିଣୀ ଛକଠାରେ ମଙ୍ଗଳବାର ଅପରାହ୍ନରେ ଦ୍ରୁତ ଗତିରେ ଆସୁଥିବା ଏକ ବାଲିବୋଝେଇ ଟ୍ରକ୍(ଓଆର୍ ୦୯ଏଫ୍ ୯୩୯୫) ଭାରସାମ୍ୟ ହରାଇ ତିନୋଟି ଅଟୋକୁ ଧକ୍କା ଦେଇଛି। ଅଟୋଗୁଡ଼ିକ ଏକ ହୋଟେଲ ସମ୍ମୁଖରେ ଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଚାଳକମାନେ ଗାଡ଼ିରୁ ଡେଇଁ ପଡ଼ିବା ହେତୁ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ। ସେହିଭଳି ସେଠାରେ ଉପସ୍ଥିତ କିଛି ଲୋକ ମଧ୍ୟ ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଛନ୍ତି। ଏନେଇ ଖବର ପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତେବେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.