ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍ଆଇଆର ଯୋଗୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ କର୍ତ୍ତୃପକ୍ଷ। ଏହା ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଙ୍ଗନା। ଜଷ୍ଟିସ ପିବି ଭାରାଲେ ଓ ଏସ୍ପି ତାଭେଡେଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନର ଶୁଣାଣି କରି ଦର୍ଶାଇଛନ୍ତି ଯେ, ରାଣାଓ୍ବତ ତାଙ୍କ ଆବେଦନରେ ପାସପୋର୍ଟ କର୍ତ୍ତୃପକ୍ଷଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ବିଫଳ ହୋଇଛନ୍ତି। ତାଙ୍କ ଆବେଦନ ଅସ୍ପଷ୍ଟ ଓ ଏଥିରେ ପ୍ରଯୁଜ୍ୟ ତଥ୍ୟକୁ ରଖାଯାଇନାହିଁ। ଏଣୁ ଏହି ଆବେଦନର ଶୁଣାଣିକୁ ଜୁନ ୨୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି ବମ୍ବେ ହାଇକୋର୍ଟ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.