E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବଲିଉଡ୍‌ ଅଭିନେତ୍ରୀଙ୍କୁ ମହଙ୍ଗା ପଡ଼ିଲା ଅନଲାଇନ୍‌ରେ ମଦ କିଣିବା
9:37 pmJune 24, 2021

ମୁମ୍ବାଇ,୨୪।୬: ବଲିଉଡର ଭେଟେରାନ ଅଭିନେତ୍ରୀ ଶାବାନା ଆଜମି ଗୁରୁବାର ଏକ ମଦ ଯୋଗାଉଥିବା ଅନଲାଇନ୍‌ ପ୍ଲାଟଫର୍ମ ନାମରେ ଠକାମି ଅଭିଯୋଗ ଆଣିଛନ୍ତି। ହୋମ ଡେଲିଭରି କରୁଥିବା ‘ଲିଭିଂ ଲିକ୍ୟୁଡ୍‌ଜ’ ନାମକ ଅନଲାଇନ ପ୍ଲାଟଫର୍ମରୁ ମଦ ଅର୍ଡର କରିଥିଲେ। କିନ୍ତୁ ଏହା ତାଙ୍କ ପାଖରେ ପହଞ୍ଚି ନ ଥିବା ଟୁଇଟ୍‌ କରି ସୂଚନା ଦେଇଛନ୍ତି।

” ସତର୍କ ରୁହନ୍ତ ମୁଁ ଠକାମିର ଶିକାର ହୋଇଛି। ଲିଭିଂ ଲିକ୍ୟୁଡ୍‌ରୁ ମଦ ଅର୍ଡର କରିବା ସହ ଆଗୁଆ ପେମେଣ୍ଟ କରିଥିଲି। ଅର୍ଡର କରିଥିବା ଆଇଟମ୍‌ ନ ଆସିବାରୁ ମୁଁ ସେମାନଙ୍କୁ ଫୋନ କରିଥିଲି। ସେମାନେ ମୋ ଫୋନ ଉଠାଇ ନ ଥିଲେ“ ବୋଲି ଆଜମି ଟୁଇଟ୍‌ କରିଛନ୍ତି। ଏଥି ସହ ଉକ୍ତ ଅନଲାଇନ ପ୍ଲାଟଫର୍ମ ସହ ପେମେଣ୍ଟର ସମ୍ପୂର୍ଣ୍ଣ ତଥ୍ୟ ମଧ୍ୟ ଶେୟାର କରିଛନ୍ତି। ତେବେ ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ କରିଛନ୍ତି ନା ନାହିଁ ତାହା ସେ ସ୍ପଷ୍ଟ କରି ନାହାନ୍ତି। ପୂର୍ବରୁ ଅକ୍ଷୟ ଖାନ୍ନା, ନର୍ଗିସ ଫଖରି ଓ କରନ ସିଂ ଗ୍ରୋବରଙ୍କ ଭଳି ବଲିଉଡ୍‌ ସେଲିବ୍ରେଟି ଅନଲାଇନ ଠକାମିର ଶିକାର ହୋଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...

ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍‌ ଖସିଲା

ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍‌ (ଏସ୍‌ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି।...

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
Next Post Next post:
ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts