E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା
10:07 amJune 17, 2021

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍‌ ବାର କାଉନ୍‌ସିଲ ଆଡ୍‌ଭୋକେଟ୍‌ସ ଓ୍ବେଲ୍‌ଫେୟାର କର୍ପସ ଫଣ୍ଡ୍‌ ଷ୍ଟାମ୍ପ୍‌ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲଗାଇବାକୁ ନୂଆ ନିୟମ କରାଯାଇଛି। ହେଲେ ରାଜ୍ୟର ଆଇନଜୀବୀ ତଥା ଓକିଲ ସଂଘମାନେ ବିରୋଧ କରିବାପରେ ଏହାର କାର୍ଯ୍ୟକାରିତାକୁ ଆଉ ୬ ସପ୍ତାହ ଘୁଞ୍ଚାଇ ଦିଆଯାଇଛି। ଏନେଇ ରାଜ୍ୟ ବାର କାଉନସିଲ ସମସ୍ତ ସହବନ୍ଧିତ ଓକିଲ ସଂଘକୁ ପତ୍ର ମାଧ୍ୟମରେ ଜଣାଇଦେଇଛି। ଏହି ନୂତନ ନିୟମ ଗତ ମେ ୧୪ରୁ କାର୍ଯ୍ୟକାରୀ ହେବାର ଥିଲା। ହେଲେ ଆରମ୍ଭରୁ ବିରୋଧ କରାଯିବାରୁ ଏହାର କାର୍ଯ୍ୟକାରିତାକୁ ପ୍ରଥମ ପର୍ଯ୍ୟାୟରେ ଜୁନ୍‌ ୧୭ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ତେବେ ରାଜ୍ୟ ବାର୍‌ କାଉନ୍‌ସିଲ୍‌ର ଚିଠି ପାଇବା ପରେ ବୁଧବାର ଭର୍ଚୁଆଲ ମୋଡ୍‌ରେ ଖୋର୍ଦ୍ଧା ଓ ପୁରୀ ଜିଲାର ସମସ୍ତ ଓକିଲ ସଂଘ ସମେତ ଭୁବନେଶ୍ୱର ଓକିଲ ସଂଘ ପକ୍ଷରୁ ଏକ ବୈଠକ ବସିଥିଲା। ଏଥିରେ ଭୁବନେଶ୍ୱର ଓକିଲ ସଂଘ ସଭାପତି ନିର୍ମଳ କିଶୋର ରଥ, ସମ୍ପାଦକ ରାଜକିଶୋର ଦାସ, ଉପସଭାପତି ଦେବୀଦତ୍ତ ବାରିକ, ଯୁଗ୍ମ ସମ୍ପାଦକ ଅଶୋକ ବଡପଣ୍ଡା, କୋଷାଧ୍ୟକ୍ଷ ଲିଙ୍ଗରାଜ ମହାରଣା ଓ କାର୍ଯ୍ୟକାରୀ ସଦସ୍ୟମାନେ ଯୋଗଦେଇ ଓକିଲାତିନାମାରେ ୧୦୦ ଟଙ୍କାର ଅତିରିକ୍ତ ଷ୍ଟାମ୍ପ୍‌ ଫି’କୁ ପ୍ରତ୍ୟାହାର ପାଇଁ ଦାବି ରଖିଥିଲେ। ସୂଚନାଯୋଗ୍ୟ, କୋଭିଡ୍‌ ସମୟରେ ଏପରି ଅତିରିକ୍ତ ଷ୍ଟାମ୍ପ ଫି ଦେବା ନିୟମକୁ ପ୍ରତ୍ୟାହାର ସୋମବାର ନିଖିଳ ଓଡ଼ିଶା ଆଇନଜୀବୀ ସଂଘ ଓ ଭୁବନେଶ୍ୱର ଓକିଲ ସଂଘ ଦାବି କରି ଆନ୍ଦୋଳନ ଚେତାବନୀ ଦେଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...

ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର

ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ...

ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ...

ରାଜ୍ୟରେ ୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌
Next Post Next post:
୭୦ କୋଭି୍‌ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts