E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଏଏଫ୍‌ସି ଏସିଆନ କପ୍‌: କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ଭାରତ
8:52 amJune 16, 2021

ଦୋହା,୧୬।୬: ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଭାରତୀୟ ଫୁଟ୍‌ବଲ ଦଳ ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏସିଆନ କପ୍‌ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ ଜାସିମ ବିନ୍‌ ହମାଦ ଷ୍ଟାଡିୟମରେ ମଙ୍ଗଳବାର ୨୦୨୨ ଫିଫା ବିଶ୍ୱକପ୍‌ ତଥା ଏସିଆନ କପ୍‌ କ୍ୱାଲିଫାୟର୍ସରେ ଭାରତ ଓ ଆଫଗାନିସ୍ତାନ ମୁହଁାମୁହିଁ ହୋଇଥିଲେ। ତେବେ ଏହି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ୭୫ତମ ମିନିଟ୍‌ରେ ଆଫଗାନିସ୍ତାନ ଗୋଲକିପର ଓଭାୟସ ଅଜିଜି ଆତ୍ମଘାତୀ ଗୋଲ ସ୍କୋର କରିବା ପରେ ଭାରତ ୧-୦ରେ ଅଗ୍ରଣୀ ହୋଇଥିଲା। ଏହାପରେ ୮୨ତମ ମିନିଟ୍‌ରେ ହୋସେନ ଜମାନୀ ଗୋଲ ଦେଇ ମ୍ୟାଚ୍‌କୁ ଅମୀମାଂସିତ ରଖିଥିଲେ। ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରୁ ବାଦ୍‌ ପଡିଥିଲେ ମଧ୍ୟ ଏହି ଡ୍ର ସହ ଭାରତ ଏସିଆନ୍‌ କପ୍‌ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ଏହି ମୁକାବିଲାରେ ଆଉ ମାତ୍ର ଗୋଟିଏ ସ୍କୋର କରିଥିଲେ ଛେତ୍ରୀ ବିଶ୍ୱର ସର୍ବକାଳୀନ ଟପ୍‌ ଗୋଲ ସ୍କୋରର ତାଲିକାରେ ସ୍ଥାନ ପାଇଥାନ୍ତେ। ୩୬ ବର୍ଷୀୟ ଛେତ୍ରୀ ୭୪ ଟି ଗୋଲ ସ୍କୋର କରିଛନ୍ତି। ମ୍ୟାଚ୍‌ ଡ୍ର ରଖି ଭାରତ ୭ ପଏଣ୍ଟ ପାଇ କାତାର, ଓମାନ ତଳକୁ ରହି ତୃତୀୟ ସ୍ଥାନ ଅଧିକାର କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ...

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା...

ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…

ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍‌ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।...

୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର

ମୁମ୍ବାଇ, ୧।୬: ସୁଯୋଗ ଅଭାବରୁ ୨୮ ବର୍ଷ ବୟସରେ ସମିତ ପଟେଲ ଭାରତୀୟ କ୍ରିକେଟରୁ ଅସବର ନେଇଛନ୍ତି। ୨୦୧୨ରେ ତାଙ୍କ ପ୍ରତିନିଧିତ୍ୱରେ ୧୯ ବର୍ଷରୁ କମ୍‌...

ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍‌ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର...

ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିବା ମାମଲା: କ୍ରୀଡ଼ାର ନୂଆ ସୋପାନରେ ଓସାକା

ପ୍ୟାରିସ୍‌,୩।୬(ଏପି): କ୍ରୀଡ଼ାରେ ଇଞ୍ଜୁରି ନେଇ ଆଥ୍‌ଲେଟମାନେ ଖୋଲାଖୋଲି ନିଜର ମତ ରଖିଥାନ୍ତି। ତେବେ ମାନସିକ ସ୍ବାସ୍ଥ୍ୟ ନେଇ କେହି ଆଥ୍‌ଲେଟ କୌଣସି ଇଭେଣ୍ଟରୁ ଓହରିବା ସମ୍ପୂର୍ଣ୍ଣ...

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୃଷ୍ଟିପଡ଼ୁ
Next Post Next post:
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts