E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..
4:27 pmJune 19, 2021

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଛି। ଫଳରେ ବହୁତ କମ୍‌ ଲୋକ ମ୍ୟାଚ୍‌ ଦେଖିବାର ସୁଯୋଗ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ବଲିଉଡ୍‌ ଅଭିନେତା ଆଫତାବ ଶିଭଦାସାନୀ।

ସୋସିଆଲ ମିଡିଆ ଆକାଉଣ୍ଟରେ ଆଫତାବ ଷ୍ଟାଡିୟମର ଫଟୋ ଶେୟାର କରି ଭାରତୀୟ ଟିମ୍‌ ପ୍ରତି ସମର୍ଥନ ଜାହିର କରିଛନ୍ତି। ଏଠାରେ ନିଜ ଦେଶକୁ ସମର୍ଥନ କରିବା ଖୁସି ଏବଂ ସମ୍ମାନର କଥା ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଫାଇନାଲ ମୁକାବିଲାକୁ ଦେଖିବା ଲାଗି ୪୦୦୦ ଦର୍ଶକଙ୍କୁ ସୁଯୋଗ ମିଳିଛି। ଏକ ରିପୋର୍ଟ ଅନୁଯାୟୀ ପ୍ରଶଂସକଙ୍କ କ୍ରେଜ ଯୋଗୁ ଗୋଟିଏ ଟିକେଟ ୨ ଲକ୍ଷ ଟଙ୍କାରେ ବିକ୍ରି ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

କୋପା ଆମେରିକା ଫୁଟ୍‌ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ଡ୍ର

ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ...

ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ପ୍ରଥମ ସ୍ଥାନ ବଜାୟ ରଖିଲେ ଶେଫାଳି

ଦୁବାଇ, ୨ା୬ (ପି.ଟି.)-ଭାରତର ସ୍ବଳ୍ପ ବୟସ୍କା ପ୍ରତିଭାସମ୍ପନ୍ନ ଖେଳାଳି ଶେଫାଳି ବର୍ମା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ ବ୍ୟାଟ୍ସଓମ୍ୟାନ ତାଲିକାରେ ତାଙ୍କ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି।...

ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିବା ମାମଲା: କ୍ରୀଡ଼ାର ନୂଆ ସୋପାନରେ ଓସାକା

ପ୍ୟାରିସ୍‌,୩।୬(ଏପି): କ୍ରୀଡ଼ାରେ ଇଞ୍ଜୁରି ନେଇ ଆଥ୍‌ଲେଟମାନେ ଖୋଲାଖୋଲି ନିଜର ମତ ରଖିଥାନ୍ତି। ତେବେ ମାନସିକ ସ୍ବାସ୍ଥ୍ୟ ନେଇ କେହି ଆଥ୍‌ଲେଟ କୌଣସି ଇଭେଣ୍ଟରୁ ଓହରିବା ସମ୍ପୂର୍ଣ୍ଣ...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍‌-ହ୍ବାଟ୍‌ ଲାଇଫ୍‌ ଆଣ୍ଡ କ୍ରିକେଟ ଟଟ୍‌ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…
Next Post Next post:
ରାଶିଫଳ: ରବିବାର, ଜୁନ୍‌ ୨୦ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts