ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଛି। ଫଳରେ ବହୁତ କମ୍ ଲୋକ ମ୍ୟାଚ୍ ଦେଖିବାର ସୁଯୋଗ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ବଲିଉଡ୍ ଅଭିନେତା ଆଫତାବ ଶିଭଦାସାନୀ।
ସୋସିଆଲ ମିଡିଆ ଆକାଉଣ୍ଟରେ ଆଫତାବ ଷ୍ଟାଡିୟମର ଫଟୋ ଶେୟାର କରି ଭାରତୀୟ ଟିମ୍ ପ୍ରତି ସମର୍ଥନ ଜାହିର କରିଛନ୍ତି। ଏଠାରେ ନିଜ ଦେଶକୁ ସମର୍ଥନ କରିବା ଖୁସି ଏବଂ ସମ୍ମାନର କଥା ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଫାଇନାଲ ମୁକାବିଲାକୁ ଦେଖିବା ଲାଗି ୪୦୦୦ ଦର୍ଶକଙ୍କୁ ସୁଯୋଗ ମିଳିଛି। ଏକ ରିପୋର୍ଟ ଅନୁଯାୟୀ ପ୍ରଶଂସକଙ୍କ କ୍ରେଜ ଯୋଗୁ ଗୋଟିଏ ଟିକେଟ ୨ ଲକ୍ଷ ଟଙ୍କାରେ ବିକ୍ରି ହେଉଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.