E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
9:49 amJune 20, 2021

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍‌ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୮ ହଜାର ୪୧୯ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୫୭୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୮୭ ହଜାର ୬୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ ଲକ୍ଷ ୨୯ ହଜାର ୨୪୩ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୭ କୋଟି ୬୬ ଲକ୍ଷ ୯୩ ହଜାର ୫୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୧୦ ଲକ୍ଷ ୧୯ ହଜାର ୮୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ...

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍‌ଏସ୍‌ଏସ୍‌ ନେତାଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍‌ ଏବେ ବିବାଦରେ ଘେରରେ ଛନ୍ଦି...

ଭାରତ ବାୟୋଟେକ୍‌ରେ ସେନା ଛାଉଣୀ…

ହାଇଦ୍ରାବାଦ୍‌,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍‌ର ହାଇଦ୍ରାବାଦ୍‌ ସ୍ଥିତ କ୍ୟାମ୍ପସ୍‌ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଫି ୭ ହଜାର, କଦଳୀ ୩ ହଜାର
Next Post Next post:
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts