ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ ଲଳିତା ସୋରେନ (୧୨) ଓ ସସ୍ମିତା ସୋରେନ଼ (୯)।
ପ୍ରକାଶ ଯେ, ସୋମବାର ରାତିରେ ଘରେ ଶୋଇଥିବା ବେଳେ ଏକ ସାପ ଉଭୟଙ୍କୁ କାମୁଡି ଥିଲା। ତେବେ ଡାକ୍ତରଖାନା ନ ନେଇ ଝଡାଫୁଙ୍କା ପାଇଁ ପରିବାର ଲୋକେ ଗୁଣିଆ ପାଖକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ରେଢାଖୋଲ ଡାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ବାପା କିଛି ବର୍ଷ ପୁର୍ବେ ମୃତ୍ୟୁ ବରଣ କରିଥିବା ବେଳେ ଏହି ୨ ଝିଅଙ୍କ ମୁହଁକୁ ଚାହିଁ ମା’ ବଞ୍ଚୁଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.