E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଦେବଗଡ଼

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ
9:30 amJune 28, 2021June 28, 2021

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ ରାଜହଂସ ଡେଲ୍‌ଟା ପ୍ଲସରେ ସଂକ୍ରମିତ ହୋଇଥିଲେ। ଶନିବାର ତାଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲା। ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଏବଂ ପୂର୍ବଭଳି ସ୍ବାଭାବିକ କାମ କରୁଥିବା କହିଛନ୍ତି। ମାଟି ବୋହିବାଠାରୁ ଆରମ୍ଭ କରି ହଳ ଚାଷ ଆଦି କାର୍ଯ୍ୟ କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଦେବଗଡ଼ View All

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...

କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ...

ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ...

ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର...

ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ

ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ
Next Post Next post:
ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

Leave a comment

Cancel reply

Your email address will not be published. Required fields are marked *

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts