E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର
3:25 pmJune 16, 2021

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର ଏକ ସ୍ପେଶାଲ ଟିମ୍‌ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଇନ୍‌ଷ୍ଟାଗ୍ରାମ ବିରୋଧରେ ମାମଲା ରୁଜୁ କରିଛି। ଗତ କିଛି ସମୟରୁ ଇନ୍‌ଷ୍ଟାଗ୍ରାମ ବିରୋଧରେ ଧାର୍ମିକ ଓ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କରିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏହି ଏଫ୍‌ଆଇଆର ରୁଜୁ କରାଯାଇଥିବା ବେଳେ ଧାରା ୧୫୩ ଅର୍ଥାତ୍‌ ଧାର୍ମିକ ଗୋଷ୍ଠୀ ବିରୋଧରେ ପରସ୍ପର ମଧ୍ୟରେ ଶତ୍ରୁତା ସୃଷ୍ଟି କରିବା ନେଇ ଏଥିରେ ଉଲ୍ଲେଖ କରାଯାଇଛି। ତେବେ ପଚାରାଉଚରା ପାଇଁ ସ୍ପେଶାଲ ଟିମ୍‌ ଖୁବ୍‌ଶୀଘ୍ର ଇନ୍‌ଷ୍ଟାଗ୍ରାମକୁ ନୋଟିସ ପଠାଇପାରେ। ଏଥିସହ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ସହ ଜଡ଼ିତ ଥିବା ଅଧିକାରୀଙ୍କ ବୟାନ ରେକର୍ଡ କରାଯିବା ପରେ ଦୋଷୀ ବିରୋଧରେ ଉଚିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ସରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ

ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍‌ଆଇଆର ଯୋଗୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
Next Post Next post:
ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts