E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…
10:36 amJune 26, 2021June 27, 2021

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶର ନାଗପୁରରେ ଜଣେ ଲୋକଙ୍କଠାରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଂକ୍ରମଣରୁ ଦୂରେଇ ରହିବା ଲାଗି ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କରିଛନ୍ତି। ରାଜ୍ୟକୁ ଆସୁଥିବା ସମସ୍ତ ଲୋକଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ସେମାନଙ୍କର ଜିନୋମ୍‌ ସିକ୍ୱେନ୍ସିଂ କରିବାକୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ସେହିପରି କେଜିଏମ୍‌ୟୁ ଏବଂ ବିଏଚ୍‌ୟୁରେ ଜିନୋମ୍‌ ସିକ୍ୱେନ୍ସିଂ ବ୍ୟବସ୍ଥା କରିବା ଲାଗି କହିଛନ୍ତି। ସୂଚନାଯୋଗ୍ୟ, ଇତିମଧ୍ୟରେ ଦେଶର ୧୨ ରାଜ୍ୟରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ବ୍ୟାପିବାରେ ଲାଗିଛି। ସର୍ବାଧିକ ଆକ୍ରାନ୍ତ ମହାରାଷ୍ଟ୍ରରେ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ...

ଏଣିକି ଏଡ୍‌ସ ପୀଡ଼ିତଙ୍କୁ ମିଳିବ ପେନ୍‌ସନ

ଚଣ୍ଡିଗଡ଼,୧୮।୬: ଏଡ୍‌ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ପ୍ରତିମାସରେ ଏଡ୍‌ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍‌ସନ ପ୍ରଦାନ କରିବେ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ

ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ...

ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ...

ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍‌ ନିଷ୍ପତ୍ତି…

କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
Next Post Next post:
ଧରିତ୍ରୀ କାର୍ଟୁନ୍‍

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts