E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୫ ମିନିଟ ଅକ୍ସିଜେନ୍‌ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍‌ ସିଲ୍‌
4:23 pmJune 8, 2021

ଆଗ୍ରା,୮। ୧୧: ଆଗ୍ରାର ଏକ ପ୍ରାଇଭେଟ ହସ୍ପିଟାଲରେ ଅକ୍ସିଜେନ ମକ ଡ୍ରିଲ ବେଳେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ମଙ୍ଗଳବାର ହସ୍ପିଟାଲକୁ ସିଲ୍‌ କରିଦିଆଯାଇଛି। ଆଗ୍ରାର ପାରସ ହସ୍ପିଟାଲ ମାଲିକଙ୍କର ଭିଡିଓ ଖୁବ ଭାଇରାଲ ହେଉଛି। ଭିଡିଓରେ ଶୁଣିବାକୁ ମିଳୁଛି ଯେ ଏପ୍ରିଲ ୨୬ ତାରିଖରେ ଅକ୍ସିଜେନ ଅଭାବ କାରଣରୁ ମାତ୍ର ୫ ମିନିଟ ପାଇଁ ଅକ୍ସିଜେନ ସପ୍ଲାଏକୁ ରୋକା ଯାଇଥିଲା। ଏହି ଏକ୍ସପେରିମେଣ୍ଟ ଗୁରୁତର ରୋଗୀଙ୍କ ଉପରେ କରାଯାଇଥିଲା। ଭାଇରାଲ ଭିଡିଓରେ ହସ୍ପିଟାଲର ମ୍ୟାନେଜର୍‌ କହୁଛନ୍ତି ଯେ. ଅକ୍ସିଜେନ ଅଭାବ କାରଣରୁ ମୋଦିନଗରରୁ ସପ୍ଲାଏ ମଗା ଯାଉଥିଲା। ଏହାରି ଭିତରେ ସେ ରୋଗୀଙ୍କ ପରିବାରକୁ ସେମାନଙ୍କୁ ଡିସଚାର୍ଜ କରିବାକୁ କହୁଥିବା ଶୁଣିବାକୁ ମିଳିଛି, କିନ୍ତୁ କେହିବି ଏଥିପାଇଁ ପ୍ରସ୍ତୁତ ନଥିଲେ। ଏହା ପରେ ସେ ଏକ ଏକ୍ସପେରିମେଣ୍ଟ କରିବାକୁ ନିଷ୍ପତ୍ତି ନେଲେ। ଭିଡିଓରେ ସେ କହିଛନ୍ତି ଯେ ମକ ଡ୍ରିଲ ପାଇଁ ଏପ୍ରିଲ ୨୬ ତାରିଖରେ ସକାଳ ୭ଟାରେ ୫ ମିନିଟ ପାଇଁ ଅକ୍ସିଜେନ ସପ୍ଲାଏ ବନ୍ଦ କରିଦିଆଯାଇଥିଲା। ଯାହା ପରେ ୨୨ ଜଣ ରୋଗୀଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହୋଇଥିଲା। ଏହା ପରେ ସେ ନିଷ୍ପତ୍ତି ନେଲେ ଯେ ବିନା ଅକ୍ସିଜେନରେ ଏହି ରୋଗୀମାନେ କୌଣସି ପରିସ୍ଥିତିରେ ବଞ୍ଚି ପାରିବେ ନାହିଁ। ଏହା ପରେ ଆଇସିୟୁ ୱାର୍ଡରେ ଭର୍ତ୍ତି ୭୨ ରୋଗୀଙ୍କ ପରିବାର ନିଜେ ଅକ୍ସିଜେନ ମଗାଇବା କଥା କହୁଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ଉତ୍ତର ପ୍ରଦେଶ ସରକାର ତଦନ୍ତ ପାଇଁ ଆଦେଶ ଦେଇଛନ୍ତି। ଭିଡିଓ ଭାଇରାଲ ହେବା ପରେ ଆଗ୍ରାର ସିଏମଓ ଡାକ୍ତର ଆରସି ପାଣ୍ଡେ କହିଛନ୍ତି ଯେ ଭିଡିଓର ଯାଞ୍ଚ ପାଇଁ ଏକ କମିଟି ଗଠନ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ...

ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍‌ ଡାଉନ୍‌ ହୋଇଯାଇଛି। ଏଥିରେ ରେଡିଟ୍‌, ଟ୍ବିଚ୍‌ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍‌ର ଓ୍ବେବ୍‌ସାଇଟ୍‌...

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
Next Post Next post:
ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts