ଚେନ୍ନାଇ,୧୪।୬: ଏଆଇଡିଏମ୍କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ। ପାର୍ଟି ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଏଆଇଡିଏମ୍କେ ମୁଖପାତ୍ର ଭି ପୁଗାଝେନ୍ଦିଙ୍କୁ ମଧ୍ୟ ଦଳରୁ ବହିଷ୍କୃତ କରାଯାଇଛି। ଦଳ ପକ୍ଷରୁ ଜାରି ବିବୃତ୍ତିରେ ଏଆଇଏଡିଏମକେ ପାର୍ଟି କ୍ୟାଡରଙ୍କ ସହ ଶଶିକଳାଙ୍କ ଫୋନ କଥାବାର୍ତ୍ତାକୁ ‘ଡ୍ରାମା’ ବୋଲି କହିଛି। ଏଥିରେ କୁହାଯାଇଛି ଯେ, ଗୋଟିଏ ପରିବାରର ଇଚ୍ଛା ପାଇଁ ଦଳ ନିଜକୁ କେବେ ବି ନଷ୍ଟ କରିବ ନାହିଁ। ଶଶିକଳାଙ୍କ ସହ କଥା ହୋଇଥିବା ପ୍ରତ୍ୟେକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦଳ କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.