E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ
10:47 amJune 17, 2021

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ ଅଭିନେତ୍ରୀ ଯିଏ କି ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ବୃତ୍ତିଗତ ଜୀବନରେ ସନ୍ତୁଳନ ରକ୍ଷା କରି ଚାଲିଥାନ୍ତି। ବିବାହ ପରେ ଐଶ୍ୱର୍ଯ୍ୟା ଯେପରି ତାଙ୍କ ପରିବାରକୁ ପରିଚାଳନା କରୁଛନ୍ତି, ତାହା ପ୍ରକୃତରେ ପ୍ରଶଂସନୀୟ। ସୋସିଆଲ ମିଡିଆରେ ଐଶ୍‌୍‌ ଅନ୍ୟ ଅଭିନେତ୍ରୀମାନଙ୍କ ପରି ଏତେ ଆକ୍ଟିଭ୍‌ ନୁହନ୍ତି। କିନ୍ତୁ ଯେତେବେଳେ ପରିବାରରେ ଏକ ବିଶେଷ ଉତ୍ସବ କିମ୍ବା କାହାର ଜନ୍ମଦିନ କଥା ଆସେ, ସେତେବେଳେ ସେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ପୋଷ୍ଟ ଶେୟାର କରିବାକୁ ଆଦୌ ଭୁଲନ୍ତି ନାହିଁ। ଏବେ ଐଶ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଏହି ଭିଡିଓରେ ସେ ତାଙ୍କ ଶାଶୁ ଜୟା ବଚ୍ଚନଙ୍କ ସହ ନଜର ଆସିଛନ୍ତି।

ଯେଉଁ ଭିଡିଓଟି ଭାଇରାଲ ହେଉଛି ତାହା ଏକ ପୁରସ୍କାର ଉତ୍ସବ ସମୟର। ଯେଉଁଥିରେ ବଚ୍ଚନ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ସେତେବେଳେ ଅଭିଷେକ ଐଶ୍‌ଙ୍କୁ ବିବାହ କରି ନ ଥିଲେ। ଭିଡିଓରେ ଦେଖିବାକୁ ମିଳିଛି, ଜୟା ବଚ୍ଚନ ଐଶ୍‌ଙ୍କୁ ମଞ୍ଚରେ ସମ୍ବୋଧିତ କରୁଛନ୍ତି। ସେ ସମସ୍ତଙ୍କ ସାମ୍ନାରେ କହିଛନ୍ତି ଯେ, ଐଶ୍ୱର୍ଯ୍ୟା ଖୁବ୍‌ଶୀଘ୍ର ତାଙ୍କ ପରିବାରର ଏକ ଅଂଶ ହେବାକୁ ଯାଉଛନ୍ତି। ଭିଡିଓରେ ଜୟା କହୁଛନ୍ତି, ‘ଆଜି ମୁଁ ଜଣେ ଚମତ୍କାର ଏବଂ ସୁନ୍ଦରୀ ଝିଅର ଶାଶୁ ହେବାକୁ ଯାଉଛି। ଯେଉଁ ଝିଅଟି ସମଗ୍ର ବିଶ୍ୱ ପାଇଁ ଗର୍ବ, ସମ୍ମାନ ଏବଂ ଏକ ସୁନ୍ଦର ହସ ପାଇଁ ପ୍ରସିଦ୍ଧ। ପରିବାରକୁ ସ୍ବାଗତ। ମୁଁ ତୁମକୁ ବହୁତ ଭଲପାଏ ଐଶ୍ୱର୍ଯ୍ୟା।
ଜୟାଙ୍କ କଥା ଶୁଣିବା ପରେ ଭାବପ୍ରବଣ ହୋଇ ସେଠାରେ ସମସ୍ତଙ୍କ ସାମ୍ନାରେ କାନ୍ଦିବାକୁ ଲାଗିଲେ ଐଶ୍‌। ଏହି ସମୟରେ ତାଙ୍କ ସ୍ବାମୀ ଅଭିଷେକ ବଚ୍ଚନ ମଧ୍ୟ ପାଖରେ ବସିଥିବାର ନଜର ଆସିଛନ୍ତି। ଐଶ୍‌ଙ୍କ ଏହି ପୁରୁଣା ଭିଡିଓକୁ ଦର୍ଶକମାନେ ଖୁବ୍‌ ପସନ୍ଦ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି

ଟିଭିର କ୍ୱିନ୍‌ କୁହାଯାଉଥିବା ଏକତା କପୁରଙ୍କ ଆଜି ଜନ୍ମ ଦିନ। ସେ ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଜିତେନ୍ଦ୍ର ଏବଂ ଶୋଭା...

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...

ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା।...

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…
Next Post Next post:
ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts