E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ
9:24 amJune 25, 2021June 28, 2021

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଭକ୍ତମାନେ ଏହି ଦର୍ଶନରୁ ବଞ୍ଚତ୍ତ ହେବେ। ଜିଲା ପ୍ରଶାସନ ମନ୍ଦିର ଚତୁଃପାଶର୍‌ବକୁ ସିଲ କରିବା ସହିତ ଗୁରୁବାର ମଧ୍ୟରାତ୍ରରୁ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରିଛି। ପ୍ରତିଦିନ ସୀମିତ ସଂଖ୍ୟକ ପାଳିଆଙ୍କୁ ନେଇ ନୀତିକାନ୍ତି ହେବ ବୋଲି ବ୍ରହ୍ମଗିରି ତହସିଲଦାର କାହ୍ନୁଚରଣ ଘଡ଼େଇ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ View All

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର...

ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ

ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍‌.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ...

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ ଆରମ୍ଭ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଆଗାମୀ ଦିନରେ କରୋନା ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁଙ୍କୁ...

ରେଡ ଜୋନ୍‌ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା...

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...

ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍‌ସିବି ମେଡିକାଲରେ ଏକ୍‌ମୋ ଚିକିତ୍ସା ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍‌ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା
Next Post Next post:
ଜୁନ୍‌ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts