ବ୍ରହ୍ମଗିରି,୨୫।୬(ଡି.ଏନ୍.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଭକ୍ତମାନେ ଏହି ଦର୍ଶନରୁ ବଞ୍ଚତ୍ତ ହେବେ। ଜିଲା ପ୍ରଶାସନ ମନ୍ଦିର ଚତୁଃପାଶର୍ବକୁ ସିଲ କରିବା ସହିତ ଗୁରୁବାର ମଧ୍ୟରାତ୍ରରୁ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରିଛି। ପ୍ରତିଦିନ ସୀମିତ ସଂଖ୍ୟକ ପାଳିଆଙ୍କୁ ନେଇ ନୀତିକାନ୍ତି ହେବ ବୋଲି ବ୍ରହ୍ମଗିରି ତହସିଲଦାର କାହ୍ନୁଚରଣ ଘଡ଼େଇ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.