ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ ଏବଂ ଆଲିଆ ବଦ୍ରିନାଥ କି ଦୁଲହନିଆ, ହମ୍ପ୍ଟି ଶର୍ମା କି ଦୁଲହନିଆ, କଳଙ୍କ ଭଳି ଚଳଚ୍ଚିତ୍ରରେ ଏକାଠି କାମ କରିଛନ୍ତି। ଉଭୟ କରଣ ଜୋହରଙ୍କ ଫିଲ୍ମ ଷ୍ଟୁଡେଣ୍ଟ ଅଫ ଦି ଇୟରରୁ କ୍ୟାରିୟର ଆରମ୍ଭ କରିଥିଲେ। ଏକ ସାକ୍ଷାତକାରରେ ବରୁଣ ଆଲିଆ ଭଟ୍ଟଙ୍କ ବିଷୟରେ ଅନେକ ଖୁଲାସା କରିଥିଲେ। ଭଲ ବନ୍ଧୁ ହୋଇଥିବାରୁ ବରୁଣ ଏବଂ ଆଲିଆ ପରସ୍ପରର ଅନେକ ରହସ୍ୟ ଜାଣନ୍ତି। ବିଭିନ୍ନ ସହରକୁ ଯାଇ ଆଲିଆ ଗୋଟିଏ ଜିନିଷ ସଂଗ୍ରହ କରିବାର ଅଭ୍ୟାସ ଅଛି। ତାହା ହେଉଛି ଚା’ ପତି। ଦୁନିଆର ବିଭିନ୍ନ ପ୍ରାନ୍ତରୁ ଚା’ ସଂଗ୍ରହ କରିବାର ଆଲିଆ ଭଟ୍ଟଙ୍କର ଏକ ଅଜବ ଅଭ୍ୟାସ ଅଛି। ସାକ୍ଷାତକାରରେ ବରୁଣଙ୍କୁ ପଚରା ଯାଇଥିଲା, ଜୋତା, ଲିପଷ୍ଟିକ ଏବଂ ବ୍ୟାଗ ବ୍ୟତୀତ ଆଲିଆ ବିଭିନ୍ନ ସ୍ଥାନରୁ ଆଉ କ’ଣ କିଣିବାକୁ ପସନ୍ଦ କରନ୍ତି? ବରୁଣ ଉତ୍ତରରେ କହିଥିଲେ, ଚା’। କେବଳ ଗ୍ରୀନ ଟି ନୁହେଁ, ସମସ୍ତ ପ୍ରକାରର ଚା’ପତି ସେ କିଣିବାକୁ ସେ ଭଲ ପାଆନ୍ତି।
ଲିପ୍ଷ୍ଟିକ୍ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
‘ଦ ଫାମିଲି ମ୍ୟାନ୍-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା
ବମ୍ବେ: ଆମାଜନ୍ ପ୍ରାଇମ୍ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍ ସିରିଜ୍ ‘ଦ ଫାମିଲି ମ୍ୟାନ୍’ର ଦ୍ୱିତୀୟ ସିଜିନ। ଏହି ସିଜିନ୍ରେ ପୁରୁଣା ଅଭିନେତାଙ୍କ ସହ ଅନେକ...
ଯେଉଁ ମାଗାଜିନ୍ ସୋନୁଙ୍କୁ କରିଥିଲା ରିଜେକ୍ଟ: ଆଜି ତାହାର କଭର ପେଜ୍ରେ ଅଭିନେତାଙ୍କ ଫଟୋ
‘ରିଅଲ ଲାଇଫ ହିରୋ’, ‘ଗଡ ଅଫ ଆର୍ଥ’ ଆଜିକାଲି ଲୋକମାନେ ଏହି ନାମରେ ଅଭିନେତା ସୋନୁ ସୁଦଙ୍କୁ ଜାଣିଛନ୍ତି। ସୋନୁ ୨୦୨୦ କରୋନା ସମୟରେ ଲୋକମାନଙ୍କୁ...
ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….
ମୁମ୍ବାଇ, ୮।୬: ବଲିଉଡ୍ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ...
ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…
ମୁମ୍ବାଇ,୨୨।୬: ବଲିଉଡ୍ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ...
ଆଖିବୁଜିଲେ ଏହି ଅଭିିନେତ୍ରୀ
ଅଭିନେତ୍ରୀ ତାର୍ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା...
ମା’ ହେବାକୁ ଯାଉଛନ୍ତି ନୁଶ୍ରତ୍! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ...
ଗୌହରଙ୍କଠାରୁ କରନ୍ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…
ବମ୍ବେ: ବଲିଉଡ୍ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼...


