E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ
1:46 pmJune 14, 2021

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ ଦେଖି ଏକ ଘଟଣାର ସ୍ପଷ୍ଟ କରିଛନ୍ତି। ଆମେରିକାର ସୁରକ୍ଷା ମନ୍ତ୍ରଣାଳୟ ୟୁଏଫ୍‌ଓରୁ ଜଡ଼ିତ ରିପୋର୍ଟକୁ ତୁରନ୍ତ ସାର୍ବଜନିନ କରିବାକୁ ଯାଉଛି। ଭୌତିକ ବିଜ୍ଞାନୀମାନେ ଏଲିଅନଙ୍କ ସମ୍ପର୍କକୁ ନେଇ ଏକ ନୂଆ ଚେତାବନୀ ଦେଇଛନ୍ତି।

ଏଲିଅନଙ୍କୁ ନେଇ ଅନେକ ପ୍ରଶ୍ନ ଉଠୁଛି। ଏଇଯେମିତି ପୃଥିବୀ ବାହାରେ ଅଲଗା ଗ୍ରହରେ ଏମାନଙ୍କ ଜୀବନ ରହିଛି। କ’ଣ ଏଲିୟନ ? କ’ଣ ଏମାନଙ୍କର ଅସ୍ତିତ୍ୱ। କ’ଣ ଏମାନେ ପୃଥିବୀବାସୀଙ୍କ ପାଇଁ ବିପଦପୂର୍ଣ୍ଣ କି? ଏମିତି ଅନେକ ପ୍ରଶ୍ନ ଉଙ୍କି ମାରିଥାଏ। ଏସବୁ ପ୍ରଶ୍ନ ସତ୍ତ୍ୱେ ଭୌତିକ ବିଜ୍ଞାନୀ ମାର୍କ ବୁକାନନ ଏକ ଦାବି କରିଛନ୍ତି। ସେ କହିଛନ୍ତି, ଏଲିଅନଙ୍କ ସହ ସମ୍ପର୍କ ରଖିବେ ତ ଜୀବନ ଚାଲିଯିବ। ସେ କହିଛନ୍ତି, ଅଲଗା ଗ୍ରହର ପ୍ରାଣୀମାନଙ୍କ ସହ ସମ୍ପର୍କ ରଖିବାକୁ ଚେଷ୍ଟା କରାଯାଉଛି। ମାତ୍ର ଏହା ସମଗ୍ର ମାନବ କଲ୍ୟାଣ ପାଇଁ ବିପଦପୂର୍ଣ୍ଣ।

ମାର୍କ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ନୌସେନା ଏହି ରହସ୍ୟମୟୀ ସ୍ପେସ୍‌ ଅବଜେକ୍ଟର ସାମ୍ନା କରିଛି। ସେ କହିଛନ୍ତି, ଆଜି ପର୍ଯ୍ୟନ୍ତ ଏଲିଅନଙ୍କ ସହ ସମ୍ପର୍କ ରଖିବା କାହା ପାଇଁ ଭଲ ହୋଇନାହିଁ। ତେଣୁ ଏଲିଅନଙ୍କ ସହ ସମ୍ପର୍କ ରଖିଲେ ମଣିଷ ଧ୍ୱଂସ ପାଇବ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଏହି ମୁସ୍‌ଲିମ୍‌ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ...

ନେହେରୁଙ୍କ ଚିଠି ଇନ୍ଦିରାଙ୍କ ପାଇଁ…

ବାପା, ନିଜର ଲହୁ ଲୁହକୁ ଏକ କରି ଗଢ଼ନ୍ତି ସନ୍ତାନର ଭବିଷ୍ୟତ। ତାଙ୍କ ଅନୁଶାସନ, ପଥନିଦର୍ଶନ ପାଇଁ ହିଁ ପିଲାମାନେ ପହଞ୍ଚତ୍ପାରନ୍ତି ଲକ୍ଷ୍ୟସ୍ଥଳରେ। ଭାରତର ଲୌହ...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

ଭିନ୍ନ ଷ୍ଟାଇଲ୍‌ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍‌ ଖଲି’, ଭିଡିଓ ଭାଇରାଲ ପରେ…

ଡବ୍ଲ୍ୟୁଡବ୍ଲ୍ୟୁଇରେ ଯେତେବେଳେ ଭାରତୀୟ ରେସଲରଙ୍କ କଥା ଆଲୋଚନା ହୁଏ ସେତେବେଳେ ନିଶ୍ଚିତ ଗ୍ରେଟ୍‌ ଖଲିଙ୍କ ନାଁ ଆଗକୁ ଆସେ। ତାଙ୍କର ଅସଲ ନାଁ ଦିଲୀପ ସିଂ...

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ...

ଭଲ ପୋଷାକ ନୁହେଁ, କେବଳ ଧାରେ ହସକୁ ନେଇ ଲୋକଙ୍କୁ କିମିଆଁ କରୁଛନ୍ତି ପାକିସ୍ତାନର ଏହି ଯୁବତୀ; ଆପଣ ଦେଖିଲେ…

ଇନ୍‌ଷ୍ଟ୍ରାଗ୍ରାମରେ ଲୋକପ୍ରିୟତାକୁ ନେଇ ଚର୍ଚ୍ଚାରେ ପାକିସ୍ତାନର ଜଣେ ଯୁବତୀ। ସେ ହେଲେ ଆମ୍‌ନା ରିଆଜ। ସାଧାସିଧା ପୋଷାକରେ ସୁନ୍ଦରତା ସହ ତାଙ୍କ ହସ ପ୍ରଶଂସକଙ୍କ ହୃଦୟ...

ଖାଲି ମାଙ୍କଡ଼ ନୁହେଁ: ଗଛରୁ ଗଛକୁ ଡେଉଁଛି ବାଘ; ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
Next Post Next post:
୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts