କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍ ମଧ୍ୟ ରହିଥିଲେ। ସୁରେନ୍ଦ୍ରଙ୍କ ଏହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ତାଙ୍କୁ ବେଶ୍ ପ୍ରଶଂସା ମଧ୍ୟ କରାଯାଉଛି।
ସୂଚନାଯୋଗ୍ୟ, ଭାରତ ଓ ଭୂଟାନ ସୀମା ନିକଟବର୍ତ୍ତୀ ବକ୍ସା ହିଲ୍ ସ୍ଥିତ ୧୧ କିଲୋମିଟର ଦୂରରେ ଥିବା ଅଦମା ଗାଁରେ ଲୋକଙ୍କ ଟିକାକରଣ ପାଇଁ ଜିଲାପାଳ ସୁରେନ୍ଦ୍ର ମୀନା ଏକ ଡାକ୍ତରୀ ଟିମ୍ ସହ ପହଞ୍ଚିଥିଲେ। ଗାଁକୁ ଭଲ ରାସ୍ତା ଭଲ ନ ଥିବା ବେଳେ ସେ ପାହାଡ଼ିଆ ଅଞ୍ଚଳ ଦେଇ ନଦୀ ନାଳ ପାର କରି ଉକ୍ତ ଗାଁରେ ପହଞ୍ଚି ଲୋକଙ୍କୁ କରୋନା ଟିକାକରଣ କରାଇଥିଲେ। ଏଥିସହ ଗାଁଲୋକଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରି କରୋନା ଓ ଟିକା ବିଷୟରେ ସଚେତନ କରିଥିଲେ। କେବଳ ସେତିକି ନୁହେଁ ଅଦ୍ମା ଗାଁକୁ ଯିବା ରାସ୍ତାରେ ପଡ଼ୁଥିବା ଅନ୍ୟ ଗାଁଗୁଡ଼ିକରେ ମଧ୍ୟ ସେ ଟିକାକରଣ ଅଭିଯାନ ଚଲାଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.