ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ନଖ ଓ କେଶ ଝଡ଼ିବା ପରି ସମସ୍ୟା ଦେଖାଦେଉଛି। ଏସବୁ ଲକ୍ଷଣ ଦେଖା ଦେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି।
ମୁମ୍ବାଇ, ଦିଲ୍ଲୀ ପରି ବଡ଼ ବଡ଼ ସହରର ଡାକ୍ତରମାନେ କହିଛନ୍ତି, କରୋନାକୁ ମାତ୍ ଦେଇ ସୁସ୍ଥ ହୋଇ ଘରକୁ ଫେରିଥିବା ଲୋକଙ୍କ ଠାରେ ବିଶେଷକରି ଚର୍ମ ରୋଗ ଦେଖିବାକୁ ମିଳୁଛି। ଅଧିକାଂଶ ଲୋକଙ୍କଠାରେ ଠାରେ ଯାଦୁରୋଗ ସମସ୍ୟା ମଧ୍ୟ ଦେଖାଦେଉଛି। ଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲର ବରିଷ୍ଠ ଚର୍ମରୋଗ ବିଶେଷଜ୍ଞ ଡକ୍ଟର ଡିଏମ୍ ମହାଜନ କହିଛନ୍ତି, ଅନେକ ରୋଗୀଙ୍କଠାରେ ପ୍ରଥମ ଥର ପାଇଁ ଯାଦୁ ସମସ୍ୟା ଦେଖିବାକୁ ମିଳୁଛି। ଏପରି ସମସ୍ୟା ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବା ଜରୁରୀ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.