E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ମାତୃଗର୍ଭରୁ ସ୍ଥିର ହୁଏ ଏସବୁ
7:58 amJune 3, 2021

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ…
ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି, ଯେତେବେଳେ ପିଲାଟି ମାତୃ ଗର୍ଭରେ ଥାଏ, ସେତେବେଳେ ତାଙ୍କ ଜୀବନ ସହିତ ଜଡ଼ିତ ୫ଟି କଥା ସ୍ଥିର ହୋଇଥାଏ। ଏଗୁଡ଼ିକ ହେଉଛି ବୟସ, କର୍ମ, ଧନ, ଶିକ୍ଷା ଏବଂ ମୃତ୍ୟୁ। ପିଲାଟି ତା’ ଜୀବନରେ କେତେ ବର୍ଷ ବଞ୍ଚିବ, ସେ କ’ଣ କାର୍ଯ୍ୟ କରିବ, କେତେ ଧନ ପ୍ରାପ୍ତ ହେବ, ସେ କେତେ ଜ୍ଞାନବାନ ହେବ ଏବଂ କେବେ ମୃତ୍ୟୁ ଘଟିବ ଏସବୁ ସ୍ଥିର ହୋଇସାରିଛି।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ପରିବାର ପାଇଁ ପରିବେଶ

ଘର ପରିବେଶକୁ ପ୍ରଦୂଷଣମୁକ୍ତ କରିବା ସହ ଘରକୁ ସୁନ୍ଦର ଓ ଆକର୍ଷଣୀୟ କରିବା ପାଇଁ ଏବେ ଗୃହିଣୀମାନେ ଅଧିକରୁ ଅଧିକ ଇନ୍‌ଡୋର ପ୍ଲାଣ୍ଟ ଲଗାଉଛନ୍ତି। ସମୟ...

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ମନୁଷ୍ୟର ପ୍ରତିଟି କ୍ରିୟା ‘ଯୋଗ’

ଭୁବନେଶ୍ୱର, ୨୧।୬ (ବ୍ୟୁରୋ): ମନୁଷ୍ୟର ପ୍ରତିଟି କ୍ରିୟା ହେଉଛି ଯୋଗ। ଯୋଗ ଦ୍ୱାରା ଶରୀର ସୁସ୍ଥ ରହିବା ସହ ମାନସିକ ସ୍ତରରେ ଶାନ୍ତି ମିଳିଥାଏ। ନୀରୋଗ...

ଶ୍ୱେତ କବକ

କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍‌ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍‌ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍‌ ବା ଶ୍ୱେତ କବକ (ହ୍ବାଇଟ୍‌ ଫଙ୍ଗସ୍‌)ରେ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଏହି ତେଲ

ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା...

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...

କେବେହେଲେ ଘରେ ଲଗାନ୍ତୁ ନାହିଁ ଏସବୁ ଗଛ: ଲାଗି ରହିବ ଝଗଡ଼ା, ସ୍ବାସ୍ଥ୍ୟଗତ ସମସ୍ୟାରେ…

ଏପରି କିଛି ବୃକ୍ଷ ରହିଛି ଯାହାକୁ ଘରେ ଲଗାଇବା ଦ୍ୱାରା ନକରାତ୍ମକ ଶକ୍ତି ବୃଦ୍ଧି ପାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ଏଣୁ ଏହାକୁ କେବେହେଲେ ଘରେ...

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର
Next Post Next post:
ପରିବେଶକୁ କାଳ ସିନ୍ଥେଟିକ୍‌ କପଡ଼ା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts