E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ବାତ୍ୟା ପରେ କାଦୁଅଫିଙ୍ଗା
11:16 amJune 4, 2021

ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଥିବାବେଳେ ଏଭଳି ସମାଲୋଚନା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।
ପୂର୍ବତନ ରାଜସ୍ବ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ମନମୋହନ ସାମଲ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି ଯେ, ରାଜଧାନୀରେ ବସି ବାତ୍ୟା ଓ ବନ୍ୟା ସୁପରିଚାଳନା କରିବାର ମିଛ ପ୍ରଶଂସା ସାଉଁଟିବାରେ ରାଜ୍ୟ ସରକାର ସିଦ୍ଧହସ୍ତ। ୨୦୦୮ରେ ବିଧାନସଭାରେ ଗୃହ ବିଭାଗ କମିଟି ଦେଇଥିବା ରିପୋର୍ଟ ଆଧାରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ କୌଣସି ପ୍ରାକ୍‌ ପ୍ରସ୍ତୁତି କରି ନ ଥିଲେ। ବାତ୍ୟା ତାଣ୍ଡବ ରଚିବ ବୋଲି ଭାରତୀୟ ପାଣିପାଗ ସତର୍କ କରାଇଥିଲା। ଏନ୍‌ଡିଆର୍‌ଏଫ୍‌ ମଧ୍ୟ ସମସ୍ତ ସହଯୋଗ କରିଥିଲା। ବାତ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ବୋଲି କହିବା କେବଳ ପ୍ରହସନ। ୫୦ ଜଣଙ୍କୁ ସ୍ଥାନାନ୍ତରିତ କରି ୩୦୦ ଦର୍ଶାଯାଇଛି। ସେହିପରି ବାତ୍ୟା ଆଶ୍ରୟସ୍ଥଳୀରେ ବ୍ୟାପକ ଅବ୍ୟବସ୍ଥା ସୃଷ୍ଟି ହୋଇଥିଲା। ବିସ୍କୁଟ, ଚୁଡ଼ା ଦେଇ ଔପଚାରିକତା ପୂରଣ କରାଯାଇଥିଲା। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ବାତ୍ୟାଶ୍ରୟ ପରିଚାଳନା ହେଉଥିବା ମିଥ୍ୟା ପ୍ରଚାର କରାଯିବାରୁ ଅନେକେ ଆଶ୍ରୟ ସ୍ଥଳକୁ ଯାଇ ନ ଥିଲେ ବୋଲି ସାମଲ ଅଭିଯୋଗ କରିଛନ୍ତି।
ଅନ୍ୟପଟେ ଭାଜପାରେ ଏଭଳି ଅଭିଯୋଗର ଜବାବ ରଖିଛି ବିଜେଡି। ଦଳୀୟ ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ବାତ୍ୟା ପରିଚାଳନାରେ ରାଜ୍ୟ ସରକାର ସମୁଚିତ ପଦକ୍ଷେପକୁ ସବୁଆଡୁ ପ୍ରଶଂସା କରାଯାଉଥିବା ବେଳେ ରାଜନୈତିକ ଉଦ୍ଦେଶ୍ୟ ରଖି ଭାଜପା ନେତା ମନମୋହନ ସାମଲ ପ୍ରଶ୍ନ କରୁଛନ୍ତି। ବାତ୍ୟା ପରେ ସରକାର ରିଲିଫ୍‌ ଓ ଥଇଥାନ କାର୍ଯ୍ୟ ହାତକୁ ନେଇଛନ୍ତି। ପ୍ରଭାବିତ ଅଞ୍ଚଳବାସୀଙ୍କୁ ୭ଦିନ ପାଇଁ ମାଗଣା ଖାଦ୍ୟ ପ୍ରଦାନ ସହ କ୍ଷୟକ୍ଷତି ଆକଳନ କରାଯାଇଛି ବୋଲି ଲେନିନ୍‌ ପ୍ରତିକ୍ରିୟାରେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି)...

ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...

କେନ୍ଦ୍ରକୁ ଓଡ଼ିଶାର ଚିଠି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା...

ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଯଥାର୍ଥ ନୁହେଁ, ଭୁଲ୍‌

ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା
Next Post Next post:
‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts