ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ ନାବାଳିକାଙ୍କୁ ଅସଦାଚରଣ କରିଥିବା ଜଳେଶ୍ୱର ଥାନାରେ ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ଉତ୍ତେଜନା ମଧ୍ୟ ଦେଖିବା ମିଳିଥିଲା ।
ସୂଚନାନୁଯାୟୀ, ଜଳେଶ୍ୱର ବ୍ଲକ ବଜାର ଅଞ୍ଚଳର ବୃଦ୍ଧ ବିରେନ ଦାସଙ୍କ ଦୋକାନକୁ ଦୁଇ ନାବାଳିକା ଚକୋଲେଟ୍ ଓ ଥଣ୍ଡା କିଣିବା ପାଇଁ ଯାଇଥିବା ବେଳେ ସେ ଘର ଭିତରକୁ ଡାକି ଅସଦାଚରଣ କରିଥିଲେ। ଏନେଇ ଦୁଇ ନାବାଳିକାଙ୍କ ପରିବାର ପକ୍ଷରୁ ଜଳେଶ୍ୱର ଥାନାରେ ଶନିବାର ରାତିରେ ଏତଲା ଦିଆଯାଇଛି। ଅଭିଯୁକ୍ତ ଫେରାର ହୋଇଯାଇଥିବା ପୋଲିସ ପକ୍ଷରୁ ସୁଚନା ମିଳିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
ରେଢ଼ାଖୋଲ,୨୦।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର...
କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ
ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬...
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...
ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ
କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ...
ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ
ଛତ୍ରପୁର,୨୨।୬(ଡି.ଏନ୍.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…
ସୁନ୍ଦରଗଡ଼,୧୩।୬(ଡି.ଏନ୍.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...
ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା...


