ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ ନାବାଳିକାଙ୍କୁ ଅସଦାଚରଣ କରିଥିବା ଜଳେଶ୍ୱର ଥାନାରେ ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ଉତ୍ତେଜନା ମଧ୍ୟ ଦେଖିବା ମିଳିଥିଲା ।
ସୂଚନାନୁଯାୟୀ, ଜଳେଶ୍ୱର ବ୍ଲକ ବଜାର ଅଞ୍ଚଳର ବୃଦ୍ଧ ବିରେନ ଦାସଙ୍କ ଦୋକାନକୁ ଦୁଇ ନାବାଳିକା ଚକୋଲେଟ୍ ଓ ଥଣ୍ଡା କିଣିବା ପାଇଁ ଯାଇଥିବା ବେଳେ ସେ ଘର ଭିତରକୁ ଡାକି ଅସଦାଚରଣ କରିଥିଲେ। ଏନେଇ ଦୁଇ ନାବାଳିକାଙ୍କ ପରିବାର ପକ୍ଷରୁ ଜଳେଶ୍ୱର ଥାନାରେ ଶନିବାର ରାତିରେ ଏତଲା ଦିଆଯାଇଛି। ଅଭିଯୁକ୍ତ ଫେରାର ହୋଇଯାଇଥିବା ପୋଲିସ ପକ୍ଷରୁ ସୁଚନା ମିଳିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.