E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ରାଜ୍ୟ, ସୁନ୍ଦରଗଡ଼

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
7:13 pmJune 17, 2021June 28, 2021

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ବୈଠକରେ ଉପସ୍ଥିତ ହରେକୃଷ୍ଣ ବାରିକ, ସନ୍ତୋଷ ବାରିକ, ବୁଲୁ ବାରିକ, ଗୋବର୍ଦ୍ଧନ ପଶାଏତ, ଅମିତ ପଶାଏତ, ସୁମିତ ପଶାଏତ, ଅବିନାଶ ପଶାଏତ, ଅନିଲ ପଶାଏତ ପ୍ରମୁଖ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। କରୋନା ମହାମାରୀ ଯୋଗୁ ଅନେକ ସମୟରେ ଲକ୍‌ଡାଉନ, ଶଟଡାଉନ ହେବାରୁ ଅର୍ଥ ଉପାର୍ଜନ ବନ୍ଦ ହୋଇଯାଇଛି। ଆର୍ଥିକ ଅନାଟନ ମଧ୍ୟରେ ପରିବାର ପ୍ରତିପୋଷଣ କଷ୍ଟକର ହେଉଛି। ଧାର, କରଜ ବଢ଼ି ଚାଲିଛି । ସ୍ଥିତି ଜଟିଳ ହେବା ପୂର୍ବରୁ ସେଲୁନ ଖୋଲିବାକୁ ଦେଲେ ପିଲାଛୁଆଙ୍କ ମୁହଁରେ ଆହାର ଦେଇପାରିବୁ ବୋଲି ବୈଠକରେ ଉପସ୍ଥିତ ସେଲୁନ ଦୋକାନୀମାନେ କହିଛନ୍ତି । ପ୍ରଶାସନ ଏହା ଉପରେ ବିଚାର କରିବାକୁ ଦାବି ହେଉଛି ।

 


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ରାଜ୍ୟ, ସୁନ୍ଦରଗଡ଼ View All

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି...

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ
Next Post Next post:
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts