E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
8:43 pmJune 21, 2021June 28, 2021

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଟ୍ରଷ୍ଟକୁ ଆମ୍ବୁଲାନ୍ସ ଦାନ କରିଥିବା ଶତ୍ରୁଘନ ଲାଲ ସାହା ଉଦ୍‌ଘାଟନ କରିବା ପରେ ମ୍ୟୁନିସିପାଲିଟି ଛକରେ ଏହା ଗଡିଥିଲା। ପୂର୍ବତନ ଉପନଗରପାଳ ସିଦ୍ଧାର୍ଥ ସାହା ଏହାର ପରିଚାଳନା କରିବେ। ଧନୀ ଗରିବ ସମସ୍ତ ଶ୍ରେଣୀର ରୋଗୀ ଏହାର ସୁବିଧା ନେଇପାରିବେ। ଆମ୍ବୁଲାନ୍ସ ଆବଶ୍ୟକ କରୁଥିବା ରୋଗୀ କିମ୍ବା ସମ୍ପର୍କୀୟ ମୋବାଇଲ ନଂ.୮୬୫୮୮୨୯୯୦୯ ଓ ୯୧୭୮୧୭୧୯୯୯ରେ ଯୋଗାଯୋଗ କରିପାରିବେ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡ. ଅରୁଣ ଡାଲମିଆ, ବବି ଆରୋରା, ଶ୍ୟାମ ସୁନ୍ଦର ଅଗ୍ରୱାଲ, ଡ. ବିଶ୍ୱ ରଞ୍ଜନ ପୂଜାରୀ, ଭଗତ ଶର୍ମା, ରାଜା ମିତ୍ର, ଜାଫର ଖାନ ପ୍ରମୁଖ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର View All

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ...

ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ

ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା...

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ...

ଭଙ୍ଗାଗଲା ମନ୍ଦିର, ପାଚେରି

କଟକ ଅଫିସ,୫।୬: କଟକ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର...

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ
Next Post Next post:
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts