E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ହିରୋ ହେବାକୁ ଚାହିଁଥିଲେ ଅମ୍‌ରୀଶକ ପୁରୀ, ହେଲେ ମିଳିଲା ‘ସୁପର ଭିଲେନ’ ଟ୍ୟାଗ
8:07 amJune 22, 2021

ଅମ୍‌ରୀଶ ପୁରୀ, ଯିଏ ବଲିଉଡ୍‌ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ ବର୍ଷ ଧରି ଚଳଚ୍ଚିତ୍ର ପ୍ରେମୀଙ୍କ ହୃଦୟରେ ଭୟ ସୃଷ୍ଟି କରିଥିଲେ। ହେଲେ ସେ ପ୍ରକୃତରେ ଚଳଚ୍ଚିତ୍ରରେ ହିରୋ ହେବାକୁ ଚାହୁଁଥିଲେ । ତାଙ୍କର ଜନ୍ମଦିନ ୨୨ ଜୁନ ରେ। ସେ ବର୍ତ୍ତମାନ ନାହାନ୍ତି ସତ ହେଲେ ତାଙ୍କ ଅଭିନୟ ପାଇଁ ପ୍ରତ୍ୟେକ ଦର୍ଶକଙ୍କ ହୃଦୟରେ ଅଛି। ଅମ୍‌ରୀଶ ୩୦ ବର୍ଷରୁ ଅଧିକ ସମୟ ଚଳଚ୍ଚିତ୍ରରେ କାମ କରିଥିଲେ ଏବଂ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ। କେତେକ ଫିଲ୍ମରେ ସେ ‘ସୁପର ଭିଲେନ’ ଟ୍ୟାଗ ପାଇଥିଲେ । ପ୍ରଥମେ ‘ମିଷ୍ଟର ଇଣ୍ଡିଆ’ ଫିଲ୍ମର ସଂଳାପ ‘ମୋଗାମ୍ବୋ ଖୁସ ହୁଆ’ର ନାମ ଆସେ ।
୧୯୮୭ରେ ମୁକ୍ତିଲାଭ କରିଥିବା ‘ମିଷ୍ଟର ଇଣ୍ଡିଆ’ ତାଙ୍କ ଚରିତ୍ର ଅମର ବୋଲି ବିବେଚନା କରାଯାଏ । ଆଜି ବି ଲୋକଙ୍କ ମୁହଁରେ ଏହି ସଂଳାପଟି ରହିଛି। ଫିଲ୍ମର ହିରୋ ଅନିଲ କପୁରଙ୍କ ଅପେକ୍ଷା ଅମ୍‌ରୀଶ ଅଧିକ ପ୍ରଶଂସା ପାଇଥଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ରୁ ଓଲିଉଡ୍‌ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ କିଛି ନା କିଛି କାରଣକୁ...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ...

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସବୁ କ୍ଷେତ୍ର ରଣକ୍ଷେତ୍ର ନୁହେଁ
Next Post Next post:
ଏଇ ଭାରତରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts