ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସାଇନ୍ସ, ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ ପର୍ ଫାକଲ୍ଟି (ସିପିଏଫ୍) ମେଟ୍ରିକ୍ରେ ଏହା ୧୦୦ରୁ ୧୦୦ ନମ୍ବର ରଖିଛି। ଆଇଆଇଟି, ଗୁଆହାଟୀ ୪୧ତମ ସ୍ଥାନରେ ରହିଛି। ଭାରତର ଶୀର୍ଷ ସ୍ଥାନରେ ଥିବା ଶିକ୍ଷାନୁଷ୍ଠାନ ଆଇଆଇଟି ବମ୍ବେ ଉକ୍ତ ତାଲିକାରେ ୧୭୭ତମ ସ୍ଥାନରେ ରହିଛି। ଗତବର୍ଷ ଉକ୍ତ ଶିକ୍ଷାନୁଷ୍ଠାନ ୧୭୨ତମ ସ୍ଥାନରେ ରହିଥିଲା। ସେହିପରି ଆଇଆଇଟି, ଦିଲ୍ଲୀ ଏଥର ୧୯୩ ର଼୍ୟାଙ୍କରେ ରହିଛି, ଯାହା କି ଗତବର୍ଷ ୧୮୫ତମ ସ୍ଥାନରେ ଆସିଥିଲା। ଆଇଆଇଟି, ମାଡ୍ରାସ ୨୦ ସ୍ଥାନ ଉପରକୁ ଉଠି ୨୫୫ ନମ୍ବରରେ ରହିଥିବାବେଳେ ଆଇଆଇଟ,ି ଖଡ଼ଗପୁର ୨୮୦ ର଼୍ୟାଙ୍କରେ ରହିଛି।
ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍ କଲ୍; ଆଉ ତା’ପରେ ସବୁ ବଦଳି ଗଲା
ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...
ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ
ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା...
ମୁଁ ସିଂହର ପୁଅ: ଚିରାଗ
ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର...
ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…
ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫...
ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍ରେ ଗ୍ରାହକଙ୍କୁ ଗୁଳି
ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି...
ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ
ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍ଫ୍ଲିକ୍ସ, ହଟ୍ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍...
ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...
୫୦୦ ଡୋଜ୍ କୋଭିଶିଲ୍ଡ୍ ନଷ୍ଟ ହେଲା…
ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...


