ଅମିତ ଶାହା ୪୬ ବର୍ଷ ପୂର୍ବେ ଭାରତର ଇତିହାସରେ ଏକ କଳା ଅଧ୍ୟାୟ ଲେଖା ହୋଇଥିଲା। ସେହି ସମୟରେ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ଦେଶରେ…
ଦେଶର ଅର୍ଥବ୍ୟବସ୍ଥା ତଳକୁ ଖସୁଥିତ୍ବାବେଳେ ଟିକସ ସଂଗ୍ରହ କରିବା ସରକାରଙ୍କ ଏକମାତ୍ର ଲକ୍ଷ୍ୟ ହୋଇଛି। ଏତିକିବେଳେ ଅଧିତ୍କ ଟିକସ ପାଇବାର ଆଶା କରି ସରକାର ନିଜେ କରିଥିତ୍ବା…
ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍ ଝିଝେନ୍ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ ଆରମ୍ଭ…
ଓ୍ବିମ୍ବେଲଡନ, ୨୬ା୬(ଏପି)-ପେଣ୍ଡାରେ ଆଘାତପ୍ରାପ୍ତ ଥିବାରୁ ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ସିମୋନା ହାଲେପ୍ ଓ୍ବିମ୍ବେଲଡନ ଓପନ୍ ଟେନିସ ପ୍ରତିଯୋଗିତାରୁ ଓହରିିଯାଇଛନ୍ତି। ଶୁକ୍ରବାର ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପାଇଁ…
ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ ଶୁକ୍ରବାର…
କାର୍ଡିଫ, ୨୬ା୬ (ଏପି)-ବର୍ଷାରେ ପ୍ରଭାବିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ ହୋଇ…
ଟୋକିଓ, ୨୬ା୬ (ଏପି)-ବିନା ଦର୍ଶକରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଏବେ ସୁଦ୍ଧା ବିକଳ୍ପ ପନ୍ଥା ରହିଛି। ଆୟୋଜକ କମିଟି ସଭାପତି ସିକୋ ହାସିମୋତୋ ଶୁକ୍ରବାର ପ୍ରକାଶ କରିଛନ୍ତି।…
ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍ଲେଟିକ ଚାମ୍ପିୟନଶିପ୍। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସ୍ପୋଟର୍ସ (ଏନ୍ଏସ୍ଏନ୍ଆଇଏସ୍)ଠାରେ ଆରମ୍ଭ ହୋଇଥିବା…
This website uses cookies.