ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

5 years ago

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି ୨୦…

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

5 years ago

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ ଏହି…

ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ

5 years ago

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ…

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

5 years ago

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ ସମେତ…

ପ୍ରଦୂଷଣରେ ଆମେରିକା ସେନା ନମ୍ବର ୧

5 years ago

ଯୁଦ୍ଧକୌଶଳରେ ନିପୁଣ ଆମେରିକା ସେନାର ପତିଆରା ସାରା ବିଶ୍ୱରେ ଦୀର୍ଘବର୍ଷ ଧରି ରହିଆସିଛି। ହେଲେ ଏଭଳି ଦୁର୍ଦ୍ଧର୍ଷ ସୈନ୍ୟବାହିନୀ ଉପରେ ନମ୍ବର ୧ ପ୍ରଦୂଷଣକାରୀର କଳଙ୍କ ଲାଗିଛି।…

ଲାଇଭ୍‌ ଶୋ’ବେଳେ ଏମ୍‌ପିଙ୍କ କଲର୍‌ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ

5 years ago

ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍‌ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ପାକିସ୍ତାନର…

ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର

5 years ago

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର ପାଇଁ…

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

5 years ago

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ…

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

5 years ago

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ ଖେଳାଳିଙ୍କୁ…

ଓଡ଼ିଶା ଛୁଇଁଲା ମୌସୁମୀ

5 years ago

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା…

This website uses cookies.