ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…

5 years ago

ପୁର୍ନିୟା: ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ପ୍ରେମକୁ ନେଇ ଅନେକ କାହାଣୀ ଶୁଣିଥିବେ। ଏବେ ସେଭଳି ଏକ ଅଗାଧ ପ୍ରେମର ଘଟଣା ବିହାରର ପୁର୍ନିୟା ଜିଲାରେ ଦେଖିବାକୁ ମିଳିଛି। ଏଠାରେ…

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

5 years ago

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ ବିଭିନ୍ନ…

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

5 years ago

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ…

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

5 years ago

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ ପଥରକୁ…

ମଣ୍ଡିକୁ ଧାନ ଆସି ଫେରିଲା

5 years ago

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ…

୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍‌ କ୍ୟାରିୟର୍‌

5 years ago

ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି କରିଥିଲେ,…

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

5 years ago

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ…

ରୋମାଞ୍ଚକର ହେବ ଫାଇନାଲ୍‌: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍‌ ସମ୍ପର୍କ

5 years ago

ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର ଅଧିନାୟକ…

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

5 years ago

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

5 years ago

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ…

This website uses cookies.