ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

5 years ago

ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍‌ ପୋଷ୍ଟ କରିଥିଲେ। ରବିନସନ୍‌ଙ୍କ…

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

5 years ago

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ ସେ…

ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

5 years ago

ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ ଓ ଏସିଆନ କପ୍‌ କ୍ୱାଲିଫାୟର୍ସ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି। ସ୍ଥାନୀୟ…

ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ

5 years ago

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ…

ଉତ୍ସବ ପରି ଉତ୍ସାହ

5 years ago

ଅନୁଗୋଳ/ ଢେଙ୍କାନାଳ ଅଫିସ, ୮ା୬ ମହାମାରୀ କରୋନାରୁ ଟିକା ହିଁ ସୁରକ୍ଷା ଦେଇପାରିବ। ଲୋକଙ୍କ ମନରେ ଏହି ବିଶ୍ୱାସ ଭରିବାରେ ସରକାର ସଫଳ ହୋଇଛନ୍ତି। ବିଶେଷଜ୍ଞମାନଙ୍କ ବିଶ୍ଲେଷଣ…

ଏଇ ଭାରତରେ

5 years ago

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଣିଷ ଜୀବନ ବଞ୍ଚାଇବା ଲାଗି ଯେତିକି ଗୁରୁତ୍ୱ ଦିଆଯାଏ ବାହାରେ ରହୁଥିତ୍ବା ପ୍ରାଣୀଙ୍କ ସୁରକ୍ଷା ଉପରେ ସେତିକି ଧ୍ୟାନ ଦିଆଯାଇ ନ ଥାଏ।…

ଅମ୍ଳଜାନ ଅଭାବଜନିତ ସଙ୍କଟ

5 years ago

ଡ. ନିଖିଳାନନ୍ଦ ପାଣିଗ୍ରାହୀ ଗଣମାଧ୍ୟମରେ ପ୍ରକାଶିତ ଗୋଟିଏ ଚର୍ଚ୍ଚିତ ଘଟଣା। ରାଞ୍ଚତ୍ରେ ଦେବେନ୍ଦ୍ର ଶର୍ମା ରହନ୍ତି। ୨୪ ଏପ୍ରିଲ ୨୦୨୧ରେ ସେ ଜଣେ ପରିଚିତ ବ୍ୟକ୍ତିଙ୍କଠାରୁ ଜରୁରୀ…

ଏଲୋପାଥି ଉପରେ ଆକ୍ରମଣର ନିହିତାର୍ଥ

5 years ago

ଭାଲଚନ୍ଦ୍ର ଷଡ଼ଙ୍ଗୀ ନିକଟରେ ଆଧୁନିକ ଚିକିତ୍ସା ବିଜ୍ଞାନ ବା ଏଲୋପାଥି ଉପରେ ଯୋଗଗୁରୁ ରାମଦେବଙ୍କ ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ଏକ ବଡ଼ ବିବାଦ ସୃଷ୍ଟି ହୋଇଛି। ନିଜର…

ରାନ୍‌ସମ୍‌ୱେର ଯୁଗ

5 years ago

ଗୁଗଲ୍‌, ଆମାଜନ ଓ ଫେସ୍‌ବୁକ୍‌ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ (ଏମ୍‌ଏନ୍‌ସି) ସମଗ୍ର ବିଶ୍ୱରେ ବେପାର କରୁଛନ୍ତି। କିନ୍ତୁ ହାତଗଣତି ଦେଶରେ ଟିକସ ଦେଉଛନ୍ତି। ହେଲେ ଆଗକୁ ସେମାନଙ୍କୁ…

This website uses cookies.