E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
9:32 pmJune 11, 2021

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କୁ ଦ୍ୱିତୀୟ ଡୋଜ ଟିକା ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗତ ମେ ୧୫ରେ ପ୍ରଥମ ଡୋଜ୍‌ ଟିକା ନେଇଥିବା ହିତାଧିକାରୀ ଜୁନ୍‌ ୧୪ ତାରିଖ ସକାଳ ୯ଟାରୁ ଅପରାହ୍ନ ୧ଟା ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଟିକା ନେଇ ପାରିବେ। ସେହିପରି ମେ ୧୭ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୪ତାରିଖ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ, ମେ ୧୮ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୫ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ, ମେ ୧୯ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୬ରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ, ମେ ୨୦ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୭ରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ, ମେ ୨୧ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୮ରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଓ ମେ ୨୨ରେ ଟିକା ନେଇଥିବା ବ୍ୟକ୍ତି ଆସନ୍ତା ୧୯ ତାରିଖରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଟିକା ନେଇ ପାରିବେ। ଯାତ୍ରୀ ନିବାସଠାରେ ଆୟୋଜିତ ଟିକାକରଣ କେନ୍ଦ୍ରରେ ପ୍ରଥମ ଡୋଜ୍‌ ଟିକା ନେଇଥିବା ହିତାଧିକାରୀମାନେ କଟକ ରୋଡସ୍ଥିତ ବୁଦ୍ଧେଶ୍ୱରୀ କମ୍ୟୁନିଟି ସେଣ୍ଟରରେ୍‌ ଦ୍ୱିତୀୟ ଡୋଜ୍‌ ଟିକା ନେବେ। ସେହିପରି ତେରାପନ୍ଥ ଭବନରେ ପ୍ରଥମ ଡୋଜ୍‌ ଟିକା ନେଇଥିବା ବ୍ୟକ୍ତି ୟୁନିଟ-୧ ବାଳିକା ଉଚ୍ଚ ବିଦ୍ୟାଳୟରେ ଦ୍ୱିତୀୟ ଡୋଜ୍‌ ଟିକା ନେଇ ପାରିବେ। ଏହା ବ୍ୟତୀତ ଅନ୍ୟ ସମସ୍ତ ହିତାଧିକାରୀମାନେ ପ୍ରଥମ ଡୋଜ୍‌ ନେଇଥିବା ସେଣ୍ଟରଠାରେ ଦ୍ୱିତୀୟ ଡୋଜ୍‌ ଟିକା ନେଇ ପାରିବେ। ସେହିପରି ଟିକାକେନ୍ଦ୍ରକୁ ଯିବା ସମୟରେ ପ୍ରଥମ ଡୋଜ୍‌ ଟିକାକରଣର ସାର୍ଟିଫିକେଟ୍‌ ସାଙ୍ଗରେ ନେବାକୁ ବାଧ୍ୟତାମୂଳକ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍‌ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ...

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନଦୀକୁ ଖସିଲା ବସ୍‌: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
Next Post Next post:
ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts