E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍‌ କ୍ୟାରିୟର୍‌
10:37 amJune 9, 2021

ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି କରିଥିଲେ, ସେ ସମ୍ପୂର୍ଣ୍ଣ ଉତ୍ସର୍ଗୀକୃତ ଭାବରେ କରିଥିଲେ। ସେ ବୋଲିଂ, ବ୍ୟାଟିଂ କିମ୍ବା ସ୍ଲେଜିଂ ହୁଅନ୍ତୁ, ସବୁଥିରେ ସେ ମାହିର୍‌ ଥିଲେ। ବିବାଦ ସହିତ ତାଙ୍କର ସମ୍ପର୍କ ସର୍ବଦା ରହିଥିଲା। ଏହି କାରଣରୁ ସାଇମଣ୍ଡସ୍‌ଙ୍କ କ୍ୟାରିୟର ଏତେ ଦିନ ତିଷ୍ଠି ପାରିଲା ନାହିଁ। ଅନ୍ୟ ଦେଶରେ ଜନ୍ମ ହୋଇଥିବା ଏବଂ ଆଉ ଗୋଟିଏ ଦେଶ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ଅଳ୍ପ କିଛି ଖେଳାଳିଙ୍କ ମଧ୍ୟରୁ ସାଇମଣ୍ଡସ ଅନ୍ୟତମ।
ସାଇମଣ୍ଡସ ୧୯୭୫ରେ ଇଂଲଣ୍ଡର ବର୍ମିଂହାମରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଜଣେ ମାତାପିତା ୱେଷ୍ଟଇଣ୍ଡିଜ ଏବଂ ଜଣେ ୟୁରୋପୀୟ ଥିଲେ। ତେବେ ପରେ ତାଙ୍କୁ ଜଣେ ଦମ୍ପତି ପୌଷ୍ୟ ପୁତ୍ର ଭାବେ ଗ୍ରହଣ କରିଥିଲେ। ସାଇମଣ୍ଡସଙ୍କୁ ଗ୍ରହଣ କରିଥିବା ପରିବାର ତାଙ୍କୁ ଅଷ୍ଟ୍ରେଲିଆ ନେଇଥିଲେ। ଏଭଳି ପରିସ୍ଥିତିରେ ତାଙ୍କୁ ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ଖେଳିବାର ସୁଯୋଗ ମଧ୍ୟ ମିଳିଥିଲା। କିନ୍ତୁ ସାଇମଣ୍ଡସ ଅଷ୍ଟ୍ରେଲିଆ ପାଇଁ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ସେ ପ୍ରଥମ କିଛି ବର୍ଷ ପାଇଁ କାଉଣ୍ଟି କ୍ରିକେଟ ସହିତ ଅଷ୍ଟ୍ରେଲିଆର ଘରୋଇ ଶେଫିଲ୍ଡ ସିଲ୍ଡ ଟୁର୍ନାମେଣ୍ଟ ଖେଳିବା ଜାରି ରଖିଥିଲେ। ୨୦ ବର୍ଷ ବୟସରେ, ଗ୍ଲୁକେଷ୍ଟେରେଶର୍‌ ପାଇଁ ଖେଳୁଥିବା ବେଳେ ସେ ଗ୍ଲାମରଗାନ ବିପକ୍ଷ ମ୍ୟାଚରେ ୨୦ ଛକା ମାରିଥିଲେ। ପ୍ରଥମ ଶ୍ରେଣୀ କ୍ରିକେଟରେ ୨୦ଟି ଛକା ସହ ସେ ବିଶ୍ୱ ରେକର୍ଡ କରିଥିଲେ।
୧୯୯୮ରେ ଅଷ୍ଟ୍ରେଲିଆ ପାଇଁ ସାଇମଣ୍ଡସ ତାଙ୍କର ଏକଦିବସୀୟ ଡେବ୍ୟୁ କରିଥିଲେ। ୨୦୦୩ ବିଶ୍ୱକପ ସାଇମଣ୍ଡସ ପାଇଁ ସ୍ବତନ୍ତ୍ର ଥିଲା। ଏହି ଟୁର୍ନାମେଣ୍ଟ ପୂର୍ବରୁ ସେ ଆହତ ହୋଇଥିଲେ। ତେବେ ଏହି ଆଘାତରୁ ସୁସ୍ଥ ହେବା ପରେ ସେ ପ୍ରତ୍ୟାବର୍ତ୍ତନ କରି ପାକିସ୍ତାନ ବିପକ୍ଷରେ ୧୨୫ ବଲରେ ଅପରାଜିତ ୧୪୩ ସ୍କୋର କରିଥିଲେ। ସେ ୨୦୦୩ ଏବଂ ୨୦୦୭ ରେ ବିଶ୍ୱକପ ଜିତିଥିବା ଅଷ୍ଟ୍ରେଲିୟ ଦଳର ଏକ ଅଂଶ ଥିଲେ। କିନ୍ତୁ ମଦ ନିଶା ଯୋଗୁ ତାଙ୍କ କ୍ୟାରିୟର୍‌ ବେଶି ଦିନ ତିଷ୍ଠି ନ ଥିଲା। ସେ ଅଷ୍ଟ୍ରେଲିଆ ପାଇଁ ୨୬ଟି ଟେଷ୍ଟରେ ୧୪୬୨ ରନ ସ୍କୋର କରିଥିଲେ। ଏଥି ସହିତ, ୧୯୮ ଟି ଏକଦିବସୀୟରେ, ସେ ହାରାହାରି ୪୦ରେ ୫୦୮୮ ରନ କରିଥିଲେ। ବୋଲିଂରେ ମଧ୍ୟ ତାଙ୍କର ଛାପ ଛାଡିଥିଲେ। ସେ ଟେଷ୍ଟରେ ୨୪ଟି ଏବଂ ଏକଦିବସୀୟରେ ୧୩୩ ଟି ଉଇକେଟ ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ...

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା

ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍‌ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଚତୁର୍ଥ ରାଉଣ୍ଡରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ୍‌,୬।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶନିବାର ସପ୍ତମ ଦିବସରେ ପ୍ରବେଶ କରିଛି। ପୁରୁଷ ସିଙ୍ଗଲ୍ସରେ ଟପ୍‌ସିଡ୍‌ ସର୍ବିୟାର ନୋଭାକ ଜୋକୋଭିଚ୍‌, ତୃତୀୟ...

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା...

ଆରପାରିରେ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…
Next Post Next post:
ମଣ୍ଡିକୁ ଧାନ ଆସି ଫେରିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts