E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସ୍ବଭାବରେ ବହୁତ ରାଗି ଥିଲେ ଏହି ଭାରତୀୟ କ୍ରିକେଟର: ପାକିସ୍ତାନର ଇନ୍ଜାମାମଙ୍କ ସହ ବି କରି ଦେଇଥିଲେ ଝଗଡ଼ା
9:30 amJune 4, 2021

ନୂଆଦିଲ୍ଲୀ,୪।୬: ଭାରତୀୟ ଦଳର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ବୋଲର ଅନିଲ କୁମ୍ବଲେ ଟେଷ୍ଟ ଇତିହାସରେ ସବୁଠାରୁ ଅଧିକ ଉଇକେଟ୍‌ ନେଇଥିବା ଖେଳାଳି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ସେ ୧୩୨ ଟେଷ୍ଟ ମ୍ୟାଚ୍‌ରେ ୬୧୯ ଉଇକେଟ ନେଇଛନ୍ତି। ଗୋଟିଏ ପାଳିରେ ୧୦ଟି ଉଇକେଟ ନେବା ଦ୍ୱିତୀୟ ବୋଲର ମଧ୍ୟ ସେ। ଦିନିକିଆ ମ୍ୟାଚ୍‌ରେ କୁମ୍ବଲେ ୨୭୧ ମ୍ୟାଚ୍‌ ଖେଳି ୩୩୭ ଉଇକେଟ ନେଇଛନ୍ତି। କ୍ରିକେଟ ପଡ଼ିଆରେ ନିଜର ଶତ ପ୍ରତିଶତ ଦେଉଥିବା ଏହି ଖେଳାଳି ସ୍ବଭାବରେ ବହୁତ ରାଗି। ପାକିସ୍ତାନର ସବୁଠାରୁ ଶାନ୍ତ ଖେଳାଳି ଇନ୍ଜାମାମ ଉଲ ହକଙ୍କ ସହ ମଧ୍ୟ ସେ ଝଗଡ଼ା କରିସାରିଛନ୍ତି ବୋଲି ରାହୁଲ ଦ୍ରାବିଡ ଖୁଲାସା କରିଥିଲେ।

ଅଭିନେତା ଅପାରଶକ୍ତିଙ୍କ କାର୍ଯ୍ୟକ୍ରମ ‘କ୍ରିକେଟ ଡାଏରିଜ’ରେ ଦ୍ରାବିଡ଼ଙ୍କ ସହ ଅତିଥି ଭାବେ ଯୋଗଦେଇଥିଲେ ମହମ୍ମଦ କୈଫ ଏବଂ ଅଜିତ ଅଗରକର। ଏହି କାର୍ଯ୍ୟକ୍ରମରେ କୁମ୍ବଲେଙ୍କ ବିଷୟରେ ଦ୍ରାବିଡ଼ଙ୍କୁ ପଚରାଯାଇଥିଲା। ଏହାର ଜବାବରେ ଦ୍ରାବିଡ କହିଥିଲେ, ବହୁତ ରାଗି। ପଡ଼ିଆରେ ସେ ବହୁତ ରାଗି ହୋଇଯାଇଥାନ୍ତି। ଇନ୍ଜାମାମଙ୍କ ଭଳି ଖେଳାଳିଙ୍କୁ ବି ସେ ଛାଡ଼ି ନାହାନ୍ତି। ତାଙ୍କ ସହ ସେ ଝଗଡ଼ା କରିଛନ୍ତି। ସେହିଭଳି କୈଫ କହିଥିଲେ, ଆମେ ତାଙ୍କୁ ସବୁବେଳେ ରାଗି ଅବସ୍ଥାରେ ଦେଖୁ। ସେ କେବେହେଲେ ସନ୍ତୁଷ୍ଟ ହୁଅନ୍ତି ନାହିଁ। ୧୦ ଉଇକେଟ ନେଲେ ମଧ୍ୟ ତାଙ୍କର ସେଭଳି ଅବସ୍ଥା ଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ...

ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ

ବାକୁ, ୭ା୬: ରେଡ୍‌ ବୁଲ୍‌ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ...

ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ

ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍‌ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ...

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ...

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...

ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…

ନୂଆଦିଲ୍ଲୀ,୮।୬: ଅଷ୍ଟ୍ରେଲିଆ-ଇଂଲଣ୍ଡ ବିପକ୍ଷରେ ଦମ୍‌ଦାର ବ୍ୟାଟିଂ କରି ପ୍ରଶଂସିତ ହୋଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ସେ ଅନେକ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ
Next Post Next post:
ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts