E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ
1:46 pmJune 12, 2021

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ କରିପାରେ। ସେଭଳି କିଛି କରିଛନ୍ତି ଅଭିନେତ୍ରୀ ଅନିତା ହସନନ୍ଦାନୀ। ଟେଲି ପରଦାର ଏହି ଲୋକପ୍ରିୟ ଅଭିନେତ୍ରୀ ଅଭିନୟକୁ ବାଏ ବାଏ କହିଛନ୍ତି।

ନିକଟରେ ସେ ମା’ ହୋଇଥିଲେ। ଏବେ ସେ ନିଜର ଶିଶୁପୁତ୍ର ସହ ସମୟ ଅତିବାହିତ କରୁଛନ୍ତି। ହେଲେ ସେ ଅଭିନୟକୁ ଶୀଘ୍ର ଫେରିପାରନ୍ତି ବୋଲି ଆଶା କରାଯାଉଥିଲା। ମାତ୍ର ନା। ଏକ ସାକ୍ଷାତକାରରେ ଅନିତା ଆଉ ଅଭିନୟକୁ ଫେରିବେ ନାହିଁ ବୋଲି କହିଛନ୍ତି। ସେ ଏବେ ପୁଅଙ୍କ ସହ ଘରେ ରହିବାକୁ ଚାହୁଁଛନ୍ତି। କାମ କରିବା ଦ୍ୱାରା ତାହା ସମ୍ଭବ ହେବ ନାହିଁ ବୋଲି ଅନିତା କହିଛନ୍ତି।

ତେବେ ପୂର୍ବରୁ ମା’ ହେବା ପରେ ଇଣ୍ଡଷ୍ଟ୍ରୀ ଛାଡ଼ିବେ ବୋଲି ନିଷ୍ପତ୍ତି ନେଇଥିଲେ। କାରଣ ପିଲାକୁ ସମୟ ଦେବାଠାରୁ ଗୁରୁତ୍ୱପୂର୍ଣ୍ଣ ଆଉ କିଛି ଲାଗୁନାହିଁ। କେବେ ସେ ପୁଣି ଫେରିବେ ତାହା ସେ ଜାଣନ୍ତି ନାହିଁ ବୋଲି ଅନିତା ମଧ୍ୟ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବୋଲ୍ଡ ନଜରରେ ଏହି ଅଭିନେତ୍ରୀଙ୍କ ଝିଅ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀ ତାଙ୍କର ହଟ୍‌ ଏବଂ ସିଙ୍ଗଲ ଫଟୋ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି।...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...

୧୦ କୋଟି ଟଙ୍କାର ଅଫର୍‌ ଛାଡିଲେ ଶିଳ୍ପା ସେଟ୍ଟୀ: କାରଣ ଜାଣିଲେ କରିବେ ବାଃ ବାଃ

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କୁନ୍ଦ୍ରା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ଅନେକ ସମୟରେ ଯୋଗ କିମ୍ବା ରୋଷେଇ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର...

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...

ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…

ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…
Next Post Next post:
ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts