ମୁମ୍ବାଇ: ବଲିଉଡ୍ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ବର୍ଷେ ବିତିଯାଇଥିଲେ ମଧ୍ୟ ସେ ଆଜି ବି ପ୍ରଶଂସକଙ୍କ ହୃହୟରେ ଜୀବିତ ହୋଇ ରହିଛନ୍ତି। ଏହି ଅବସରରେ ସୁଶାନ୍ତଙ୍କୁ ପ୍ରଶଂସକମାନେ ମନେପକାଇ ସୋସିଆଲ ମିଡିଆରେ ତାଙ୍କ ନ୍ୟାୟ ପାଇଁ ଦାବି କରିଛନ୍ତି। ଇତିମଧ୍ୟରେ ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଅଙ୍କିତା ଲଖଣ୍ଡେ ମଧ୍ୟ ତାଙ୍କୁ ମନେପକାଇ ଘରେ ପୂଜା ଓ ହୋମ କରିଥିବା ଦେଖିବାକୁ ମିଳିଛି। ଏହାର ଏକ ଫଟୋ ଓ ଭିଡ଼ିଓକୁ ଅଙ୍କିତା ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…
ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି...
ଅଭିନୟ ପାଇଁ କମାଇଥିଲେ ଓଜନ…
ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...
ଏହି ଅଭିନେତ୍ରୀ ବିବାହ କରନ୍ତୁ ବୋଲି ଚାହୁଁ ନ ଥିଲେ ବାପା
ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ...
ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…
ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍ ‘ଏକ ହଜାରୋଁ ମେ ମେରି ବେହନା ହୈ’ର...
ସତ୍ୟନାରାୟଣ କି କଥାରେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍ଲାଇଟ୍ରେ...
ଶୁଟିଂ ସେଟ୍ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ
୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...
ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ
ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି...
ବଲିଉଡ୍ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି
ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...


