ମୁମ୍ବାଇ: ବଲିଉଡ୍ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ବର୍ଷେ ବିତିଯାଇଥିଲେ ମଧ୍ୟ ସେ ଆଜି ବି ପ୍ରଶଂସକଙ୍କ ହୃହୟରେ ଜୀବିତ ହୋଇ ରହିଛନ୍ତି। ଏହି ଅବସରରେ ସୁଶାନ୍ତଙ୍କୁ ପ୍ରଶଂସକମାନେ ମନେପକାଇ ସୋସିଆଲ ମିଡିଆରେ ତାଙ୍କ ନ୍ୟାୟ ପାଇଁ ଦାବି କରିଛନ୍ତି। ଇତିମଧ୍ୟରେ ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଅଙ୍କିତା ଲଖଣ୍ଡେ ମଧ୍ୟ ତାଙ୍କୁ ମନେପକାଇ ଘରେ ପୂଜା ଓ ହୋମ କରିଥିବା ଦେଖିବାକୁ ମିଳିଛି। ଏହାର ଏକ ଫଟୋ ଓ ଭିଡ଼ିଓକୁ ଅଙ୍କିତା ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.