ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି କୁର୍ମି ଦଳ ଛାଡିବାକୁ ଘୋଷଣା କରିଛନ୍ତି। ଦଳ ଛାଡିବା ପରେ ସେ ଅଭିଯୋଗ କରିଛନ୍ତି ଯେ କଂଗ୍ରେସ ଦଳ ଯୁବ ନେତାଙ୍କ ସ୍ବର ଶୁଣୁନାହିଁ। କଂଗ୍ରେସ ହାଇକମାଣ୍ଡ ଏହାର ଯୁବ ନେତାଙ୍କ କଥା ଶୁଣୁନାହଁାନ୍ତି। ତେଣୁ ଦଳର ସ୍ଥିତି ସବୁ ରାଜ୍ୟରେ ଖରାପ ହେଉଛି। କୁର୍ମି ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ ନେତୃତ୍ୱ ନେବାକୁ ଅସମର୍ଥ, ଯଦି ସେ କଂଗ୍ରେସର ଦାୟିତ୍ୱ ଗ୍ରହଣ କରନ୍ତି ତେବେ ଦଳ ଅଗ୍ରଗତି କରିବ ନାହିଁ। କୁର୍ମି ଦଳ ଛାଡି ଭାଜପାରେ ଯୋଗ ଦେବେ ବୋ ଚର୍ଚ୍ଚା ହେଉଛି।
ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ
ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍...
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ
କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ
ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…
ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...
ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…
ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍ ପସନ୍ଦ...


