E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅନୁପ ପାଣ୍ଡେ ନୂଆ ଇସି
10:19 amJune 10, 2021

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର ବ୍ୟବସ୍ଥାପିକା ବିଭାଗ ପକ୍ଷରୁ କୁହାଯାଇଛି। ୬୨ ବର୍ଷୀୟ ପାଣ୍ଡେ ନିର୍ବାଚନ କମିଶନ ପଦବୀରେ ୨୦୨୪ ଫେବୃୟାରୀ ପର୍ଯ୍ୟନ୍ତ ରହିବେ। ସୁନୀଲ ଆରୋରୋ ଗତ ଏପ୍ରିଲ ୧୨ରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ପଦରୁ ଅବସର ନେବା ପରେ ୩ ସଦସ୍ୟ ବିଶିଷ୍ଟ ନିର୍ବାଚନ ଆୟୋଗରେ ଗୋଟିଏ ପଦବୀ ଖାଲି ପଡ଼ିଥିଲା। ଏବେ ସୁଶୀଲ ଚନ୍ଦ୍ରା ସିଇସି ରହିଥିବାବେଳେ ରାଜୀବ କୁମାର ନିର୍ବାଚନ କମିଶନର ଅଛନ୍ତି। ୧୯୫୯ ଫେବୃୟାରୀ ୧୫ରେ ଜନ୍ମିତ ପାଣ୍ଡେ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟ ଶାସନ ସଚିବ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...

କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...

ରାଜ୍ୟପାଳ ଆଣିଲେ ଅଭିଯୋଗ: ମିଛ କହୁଛନ୍ତି ଦିଦି

କୋଲକତା,୧।୬: ପଶ୍ଚିମବଙ୍ଗ ରାଜନୀତିରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହଁି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହୋଇଥିବା ବାତ୍ୟା ବୈଠକରେ ଯୋଗ ଦେଇ...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ...

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି
Next Post Next post:
ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts