E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
12:08 pmJune 9, 2021

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି ତାଲିକାରେ ପଛରେ ପଡ଼ିଥିଲା। ଏବେ ଧାରାବାହିକ ସହ ଜଡ଼ିତ ଜଣେ କଳାକାର ଅନୁପମା ଛାଡ଼ିବାକୁ ଯାଉଛନ୍ତି। ଅଭିନେତା ଜଣଙ୍କ ହେଲେ ଅପୂର୍ବ ଅଗ୍ନିହୋତ୍ରୀ। ସେ ନିଜର ଶୁଟିଂ ଶେଷ କରିଛନ୍ତି। କିଛି ଦିନ ଧରି ଟିମ୍‌ ସହ ଯୋଡ଼ି ହେବାକୁ ନେଇ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ତେବେ ଧାରାବାହିକରେ ଦେଖାଯାଉଥିବା ନୂଆ ଟ୍ରାକ୍‌ ଦର୍ଶକଙ୍କୁ ପସନ୍ଦ ଆସୁନାହିଁ। ନାୟିକା ଅନୁପମାଙ୍କୁ କ୍ୟାନ୍‌ସର କଥାକୁ କେହି ପସନ୍ଦ କରୁ ନାହାନ୍ତି। ପୂର୍ବରୁ ଡାକ୍ତର ଭୂମିକାରେ ଅପୂର୍ବଙ୍କ ଏଣ୍ଟ୍ରିକୁ ନେଇ ବହୁତ କିଛି ଆଶା କରାଯାଉଥିଲା। ହେଲେ ତାହା ଫସର ଫାଟିଛି। ଏଣୁ ଅପୂର୍ବଙ୍କୁ ବାହାର କରାଯିବାର ନିଷ୍ପତ୍ତି ନିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଜାଣନ୍ତୁ କିଏ ସେହି ‘ଚେଲ୍ଲମ ସାର୍‌’; ‘ଫ୍ୟାମିଲି ମ୍ୟାନ୍‌-୨’ରେ ଯାହାଙ୍କ ଚରିତ୍ର ଜିଣୁଛି ହୃଦୟ…

ବମ୍ବେ: ରିଲିଜ୍‌ ପରଠାରୁ ଦର୍ଶକଙ୍କ ମନ ଜିଣୁଛି ‘ଦ ଫ୍ୟାମିଲି ମ୍ୟାନ୍‌ ସିଜନ ୨’। ସିରିଜର ପ୍ରତ୍ୟେକଟି ଚରିତ୍ର ସ୍ବତନ୍ତ୍ର ଛାପ ଛାଡ଼ୁଥିବା କୁହାଯାଉଛି। ଏସବୁ...

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌...

ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି

ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍‌ରେ ରହୁଥିଲେ।...

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍‌

ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ...

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ଯେଉଁ ମାଗାଜିନ୍‌ ସୋନୁଙ୍କୁ କରିଥିଲା ରିଜେକ୍ଟ: ଆଜି ତାହାର କଭର ପେଜ୍‌ରେ ଅଭିନେତାଙ୍କ ଫଟୋ

‘ରିଅଲ ଲାଇଫ ହିରୋ’, ‘ଗଡ ଅଫ ଆର୍ଥ’ ଆଜିକାଲି ଲୋକମାନେ ଏହି ନାମରେ ଅଭିନେତା ସୋନୁ ସୁଦଙ୍କୁ ଜାଣିଛନ୍ତି। ସୋନୁ ୨୦୨୦ କରୋନା ସମୟରେ ଲୋକମାନଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…
Next Post Next post:
ଦାନ୍ତରେ ସିଲିଣ୍ଡର ଉଠାଇ ଚର୍ଚ୍ଚାରେ ଶାଢି ପିନ୍ଧା ମହିଳା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts