E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
12:08 pmJune 9, 2021

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି ତାଲିକାରେ ପଛରେ ପଡ଼ିଥିଲା। ଏବେ ଧାରାବାହିକ ସହ ଜଡ଼ିତ ଜଣେ କଳାକାର ଅନୁପମା ଛାଡ଼ିବାକୁ ଯାଉଛନ୍ତି। ଅଭିନେତା ଜଣଙ୍କ ହେଲେ ଅପୂର୍ବ ଅଗ୍ନିହୋତ୍ରୀ। ସେ ନିଜର ଶୁଟିଂ ଶେଷ କରିଛନ୍ତି। କିଛି ଦିନ ଧରି ଟିମ୍‌ ସହ ଯୋଡ଼ି ହେବାକୁ ନେଇ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ତେବେ ଧାରାବାହିକରେ ଦେଖାଯାଉଥିବା ନୂଆ ଟ୍ରାକ୍‌ ଦର୍ଶକଙ୍କୁ ପସନ୍ଦ ଆସୁନାହିଁ। ନାୟିକା ଅନୁପମାଙ୍କୁ କ୍ୟାନ୍‌ସର କଥାକୁ କେହି ପସନ୍ଦ କରୁ ନାହାନ୍ତି। ପୂର୍ବରୁ ଡାକ୍ତର ଭୂମିକାରେ ଅପୂର୍ବଙ୍କ ଏଣ୍ଟ୍ରିକୁ ନେଇ ବହୁତ କିଛି ଆଶା କରାଯାଉଥିଲା। ହେଲେ ତାହା ଫସର ଫାଟିଛି। ଏଣୁ ଅପୂର୍ବଙ୍କୁ ବାହାର କରାଯିବାର ନିଷ୍ପତ୍ତି ନିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...

ଏହି ଫିଲ୍ମର ଶେଟ୍‌ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍‌; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍‌; ଏବେ…

ବମ୍ବେ: ସବୁକିଛି ତ ଠିକ୍‌ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍‌ ମେହେରା ଗିରଫ...

ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ...

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...

ଲିପ୍‌ଷ୍ଟିକ୍‌ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ...

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…
Next Post Next post:
ଦାନ୍ତରେ ସିଲିଣ୍ଡର ଉଠାଇ ଚର୍ଚ୍ଚାରେ ଶାଢି ପିନ୍ଧା ମହିଳା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts